ଭୁବନେଶ୍ୱରରେ କରୋନା ସ୍ଥିତି ନେଇ ବିଏମସି କମିଶନରଙ୍କ ସୂଚନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରରେ ଏବେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଭୁବନେଶ୍ୱରରେ କରୋନା ସ୍ଥିତି ନେଇ ବିଏମସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି । ସେ … Read More

ଭୁବନେଶ୍ୱରରୁ ଆଉ ୨୯୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୨୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୦୧୫ରେ ପହଁଚିଛନ୍ତି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି … Read More

ନବରଙ୍ଗପୁର ଜିଲ୍ଲା ୩ ଦିନ ସଟ୍‌ଡାଉନ୍ ଘୋଷଣା

ନବରଙ୍ଗପୁର, (ଓଡିଶା ଟାଇମ୍) :  ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି । ଏହି ସଟଡ଼ାଉନ ଘୋଷଣା କରିଛନ୍ତି ନବରଙ୍ଗପୁର ଜିଲ୍ଲାପାଳ । ୨୪ତାରିଖ ସନ୍ଧ୍ୟା ୭ଟାରୁ ୨୭ ତାରିଖ ସକାଳ ଯାଏଁ ସଟଡାଉନ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ … Read More

ଧାମନଗର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ କରୋନା ସଂକ୍ରମିତ

ଭଦ୍ରକ, (ଓଡିଶା ଟାଇମ୍) : ଭଦ୍ରକ ସାଂସଦଙ୍କ ସ୍ବାମୀ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ କରୋନା ସଂକ୍ରମିତ ହୋଇଛନ୍ତି । ଟ୍ବିଟ୍ କରି ପୂର୍ବତନ ବିଧାୟକ ଏ ନେଇ ସୂଚନା ଦେଇଛନ୍ତି । ପୂର୍ବରୁ ସାଂସଦ ମଞ୍ଜୁଲତା ମଣ୍ଡଳ … Read More

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଚିହ୍ନଟ ହେଲେ ୨୮୧୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୨୪ ଘଣ୍ଟା ମଧ୍ୟରେ ୨୮୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୫୩୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଆସୁଛି ଆଉ ଏକ ଲଘୁଚାପ : ୨୪ରୁ ୨୬ ଯାଏଁ ଲଗାଣ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୩ ତାରିଖବେଳକୁ ଏକ ଲଘୁଚାପ ସମ୍ଭାବନା ରହିଛି । ଏହା ପ୍ରଭାବରେ ୨୨ରୁ କ୍ରମଶଃ ବର୍ଷା ବଢ଼ିବ । ବେଶି ବର୍ଷାହେବ ୨୪ରୁ ୨୬ ତାରିଖ ମଧ୍ୟରେ … Read More

ରାଜଧାନୀରେ ଆଉ ୩୨୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଜି ୩୨୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨୦ରେ ପହଁଚିଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ … Read More

ଗାଡ଼ି ଚାଳକ ସାବଧାନ: ଏହି ନିୟମ ନମାନିଲେ ବାତିଲ ହେବ ଡ଼ିଏଲ, ଜାଣି ରଖନ୍ତୁ ନିୟମ ସମ୍ପର୍କରେ

ଭୁବନେଶ୍ବର, (ଓଡିଶା ଟାଇମ୍) : ମଦ ପିଇ ଗାଡି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ । ଗାଡି ଚଳାଇବା ବେଳେ ମୋବାଇଲରେ କଥାହେଲେ ମଧ୍ୟ ଡ୍ରାଇଭିଂ ଲାଇସେନ୍ସ ବାତିଲ ହୋଇପାରେ । ନିର୍ଦ୍ଧାରିତ ବେଗଠାରୁ ମଧ୍ୟ ଅଧିକ ବେଗରେ ଗାଡି … Read More

ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଠାରୁ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଦିନ ୧୧ଟାରୁ ଏହି ପ୍ରକ୍ରିୟା ଆରମ୍ଭ ହେବ ଏବଂ ସେପ୍ଟେମ୍ବର ୪ ତାରିଖ ଯାଏଁ ଚାଲିବ । ଏହି ସମୟ … Read More