ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜର ଅଭୟ ଜେନାଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । କଟକ ମହୁମାଛି ଗଳିରେ ଥିବା ଘର ସମେତ ୫ଟି ସ୍ଥାନରେ ଚଢ଼ାଉ ହୋଇଛି। ଆୟ … Read More

ରାଜ୍ୟରେ ଆଜି ୧୫୦୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୩୭୭୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ … Read More

ଅଗଷ୍ଟ ୧୯ରେ ପ୍ରକାଶ ପାଇବ +୨ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ବାଣିଜ୍ୟ ପରୀକ୍ଷାଫଳ ଆସନ୍ତା ଅଗଷ୍ଟ ୧୯ ତାରିଖ ପୂର୍ବାହ୍ନ ୧୧.୩୦ରେ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ … Read More

ଭୁବନେଶ୍ୱରରୁ ଆଉ ୧୯୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରୁ ଆଉ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୪୮୭କୁ ବୃଦ୍ଧି ପାଇଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୯୪ … Read More

ମନ୍ତ୍ରୀ ସୁଶାନ୍ତ ସିଂ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା । ସେ କରୋନା ପଜିଟିଭ୍ ଥିବା ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ଅବସ୍ଥା ଏବେ ସ୍ଥିର ଥିବା ସେ ଟ୍ବିଟ୍ ରେ ଉଲ୍ଲେଖ … Read More

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଆଜି ୧୫୫୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଗୋଟିଏ ଦିନରେ ସର୍ବକାଳୀନ ନୂତନ ଆକ୍ରାନ୍ତ ଚିହ୍ନଟ  ପରେ ଗତ ୨୪ ଘଣ୍ଟାରେ ୧୫୫୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୨୭୬କୁ ବୃଦ୍ଧି ଘଟିଛି। … Read More

ଭୁବନେଶ୍ବରରୁ ଆଜି ୧୭୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୨୮୯ରେ ପହଁଚିଛି । ରବିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ଜଣ କ୍ୱାରେଣ୍ଟାଇନରେ ଥିବା … Read More

ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) : ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ । କେଉଁଠି ବିଧାନସଭା ବସିବ ସେନେଇ ବର୍ତ୍ତମାନ ସୁଦ୍ଧା ନିଷ୍ପତ୍ତି ହୋଇନାହିଁ । ବିଧାନସଭା କି ଲୋକସେବା ଭବନରେ ବସିବ, ସେନେଇ ନିଷ୍ପତ୍ତି ହେବ । … Read More

ରାଜ୍ୟରେ ରେକର୍ଡ ସଂଖ୍ୟକ ଟେଷ୍ଟିଂ, ୨୪ଘଣ୍ଟାରେ ୫୨ହଜାରରୁ ଅଧିକ ପରୀକ୍ଷଣ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ ରାଜ୍ୟରେ ଦୈନିକ ୫୨ ହଜାର ୭୯୫ କରୋନା ଟେଷ୍ଟ କରାଯାଇଥିବା ଜଣାଯାଇଛି । ଆରଟିପିସିଆର, ଆଣ୍ଟିଜେନ ଓ ଟ୍ରୁନଟ ମାଧ୍ୟମରେ ଏହି ପରୀକ୍ଷା କରାଯାଇଛି । ତନ୍ମଧ୍ୟରୁ ଆରଟିପିସିଆରରେ ୧୦,୨୪୦, ଆଣ୍ଟିଜେନ ୪୨,୪୧୪ … Read More