ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୧୯୮୧ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୬୫୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ଅଗଷ୍ଟ ୨୦ ସୁଦ୍ଧା ୫୦ ହଜାର ପରୀକ୍ଷଣ , ଆଗକୁ ପ୍ରତିଦିନ ଲକ୍ଷେ କୋଭିଡ୍ ଟେଷ୍ଟ୍ କରିବାକୁ ଲକ୍ଷ୍ୟ-ILS ନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେଣୁ ଟେଷ୍ଟିଂ ଉପରେ ଗୁରୁତ୍ୱ ଦିଆଯାଇଛି । ଏନେଇ ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡ଼ା ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ … Read More

ଭିଜିଲାନ୍ସ ପଞ୍ଝାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ୱତନ୍ତ୍ର ସଚିବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭିଜିଲାନ୍ସ ପଞ୍ଝାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ … Read More

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଚିହ୍ନଟ ହେଲେ ୧୮୭୬ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୮୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୬୭୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) :କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ପ୍ରାୟ ୫ଟାବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କ୍ୟାବିନେଟ ବସିବ । ବୈଠକ ସମ୍ପର୍କରେ ବିଧିବଦ୍ଧ ସୂଚନା ମିଳିନଥିବା ବେଳେ … Read More

ଆସୁଛି ଆଉ ଏକ ଲଘୁଚାପ, ବଢିବ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ପାଣିପାଗ ବିଭାଗ କହିଛି, ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୩ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ । ଏହାର ପ୍ରଭାବ ପ୍ରାୟ ୨-୩ … Read More

ଭଲ ଖବର, ସୁସ୍ଥ ହେଲେ ଆଉ ୧୭୮୫ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୪୮୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ … Read More

ସେପ୍ଟେମ୍ବର ୯ରୁ ଓଜେଇଇ, ସରିବ ୧୫ରେ

ଭୁବନେଶ୍ବର, (ଓଡିଶା ଟାଇମ୍) : ସେପ୍ଟେମ୍ବର ୯ରୁ ୧୫ ଯାଏ ହେବ ଓଜେଇଇ ପରୀକ୍ଷା । ଚଳିତବର୍ଷ ପ୍ରଥମଥର ପାଇଁ କମ୍ପ୍ୟୁଟର ଆଧାରରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା । ଓଜେଇଇ ପାଇଁ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟ ପକ୍ଷରୁ … Read More

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ … Read More