ରାଜ୍ୟ ପାଇଁ ଭଲ ଖବର, ରାଜ୍ୟରେ ଆଉ ୭୫୬ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର ରାଜ୍ୟରେ ଆଜି ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି … Read More

ଭୁବନେଶ୍ୱରରେ ଆଜି ପୁଣି ୧୨୬ କରୋନା ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପୁଣି ରାଜଧାନୀରୁ ୧୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୭ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୯ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ … Read More

ଓଡ଼ିଶାରେ ଚିହ୍ନଟ ହୋଇଛି କରୋନାର ୫ଟି ପ୍ରକାର ଭୂତାଣୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ଦିନକୁ ଦିନ ତାର କାୟା ବିସ୍ତାର କରିଚାଲିଛି । ତେବେେ ଏହି କରୋନା କୁ  ନେଇ ଏକ ଜିନମ ସର୍ଭେ କରାଯାଇଥିଲା । ଏହି ଜିନମ ସର୍ଭେରୁ ଏକ ବଡ଼ ତଥ୍ୟ ସାମ୍ନାକୁ … Read More

କ୍ୟାପିଟାଲ ହସ୍ପିଟାଲ ଶିଶୁ ୱାର୍ଡରୁ ଜଣେ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମଣ ଙ୍କ ସଂଖ୍ୟା ବଢିବାରେ ଲାଗିଛି। ବିଶେଷ କରି ଗଞ୍ଜାମ, ଖୁର୍ଦ୍ଧା ଜିଲା କରୋନା ହଟସ୍ପଟ୍ ପଲଟିଛି। ତେବେ ଯେତେ ରୋକିଲେ ବି ରୋକି ହେଉନି କରୋନା ସଂକ୍ରମଣ … Read More

ରାଜ୍ୟରେ ଆଉ ୧୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆସୁଛି ଲଘୁଚାପ : ଆସନ୍ତା ୩ରୁ ପ୍ରବଳ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଅଗଷ୍ଟ ୩ ତାରିଖରୁ ଉତ୍ତର-ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଶନିବାରଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ରବିବାରଠୁ ରାଜ୍ୟରେ ବର୍ଷା ବଢ଼ିବ ବୋଲି ପାଣିପାଗବିତ୍‌ ଏଭଳି … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୭୨ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୭୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ସୁସ୍ଥ ସଂଖ୍ୟା ଏବେ ୨୦,୫୧୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ … Read More

୪ ଜିଲ୍ଲା ଓ ରାଉରକେଲା ମ୍ୟୁନିସିପାଲଟିରେ ସପ୍ତାହର ଶେଷ ଦୁଇ ଦିନ ସଟଡାଉନ୍, ଅଗଷ୍ଟ ୩୧ ଯାଏଁ ଖୋଲିବନି ସ୍କୁଲ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ଯରେ କରୋନା ପାଇଁ ରାଜ୍ୟ ସରକାର କଣ୍ଟେନମେଣ୍ଟ୍ ଜୋନରେ କେବଳ ଲକଡାଉନ୍ ରହିବା ପାଇଁ ଜାରି କରିଛନ୍ତି । ଏହି ଅଞ୍ଚଳରେ ସାଧାରଣ ଚଳାଚଳ ଉପରେ ରୋକ୍ ଲାଗିବ ।  ରାଜ୍ୟରେ  ସବୁଠି ଧାର୍ମିକ ଅନୁଷ୍ଠାନ … Read More

ଅଗଷ୍ଟ ମାସରେ କିପରି ଚାଲିବ ସରକାରୀ ଅଫିସ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଓଡିଶା ପ୍ରଶାସନ ପକ୍ଷରୁ ଆଗାମୀ ମାସ ଅର୍ଥାତ୍ ଅଗଷ୍ଟରେ ସରକାରୀ କାର୍ଯ୍ୟାଳୟଗୁଡିକର କାର୍ଯ୍ୟକାରିତା ନେଇ ନୂଆ ନିର୍ଦ୍ଦେଶାନାମା ଜାରି ହୋଇଛି । ୫୦% କର୍ମଚାରୀଙ୍କୁ ନେଇ ରାଜ୍ୟର ସବୁ ସରକାରୀ ଅଫିସ ଚାଲିବ । କେବଳ … Read More

ରାଜଧାନୀରୁ ଆଉ ୧୨୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୮୫ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ … Read More