ରାଜ୍ୟରେ ଆଜି ୨୪ଜିଲ୍ଲାରୁ ୧୩୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୧୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା … Read More

ଖୁସି ଖବର: ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ଆଜି ରାଜ୍ୟରେ ସର୍ବାଧିକ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ … Read More

ଭୁବନେଶ୍ୱରରୁ ସର୍ବାଧିକ ୨୪୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ଭୁବନେଶ୍ବରରେ ୨୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୦୭ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୧ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଆହୁରି ମଧ୍ୟ ୨୯ଜଣ ଆରୋଗ୍ୟ … Read More

ରାଜ୍ୟରେ ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଶ୍ରୀକାନ୍ତ ଙ୍କ ପତ୍ନୀ ମଧ୍ୟ କରୋନା ପଜିଟିଭ୍ ଆସିଥିବା ସୂଚନା … Read More

୨୪ ଘଣ୍ଟାରେ ରାଜ୍ୟରେ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି କରୋନା ଭୂତାଣୁରେ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାର ସର୍ବାଧିକ ୩ ଜଣ ରହିଥିବାବେଳେ ଭଦ୍ରକ, ଗଜପତି ଓ ରାୟଗଡ଼ା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ମୃତକଙ୍କ ମଧ୍ୟରେ … Read More

ଆସନ୍ତା ୨୪ ଘଣ୍ଟା ଭିତରେ ବିଭିନ୍ନ ଜିଲ୍ଳାରେ ବର୍ଷା ହେବାର ଆଶଙ୍କା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସବୁ ଜିଲ୍ଳାର ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ସମ୍ଭାବନା ରହିଛି । ଏଥିସହ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ଏହା ପରେ ୨୫ ତାରିଖଠାରୁ ରାଜ୍ୟରେ ବିଶେଷ … Read More

କରୋନା ଆକ୍ରାନ୍ତ ସଂଖ୍ୟାକୁ ନେଇ ଚିନ୍ତିତ ହୁଅନ୍ତୁ ନାଁହି : ପ୍ରଦୀପ୍ତ ମହାପାତ୍ର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢି ଚାଲିଛି । ଆଜି ସର୍ବାଧିକ ୧୨୬୪ ଜଣ ନୂଆ ଆକ୍ରାନ୍ତ ହୋଇଥିବା ବେଳେ ୬ ଜଣଙ୍କର ପ୍ରାଣ ନେଇଛି କରୋନା । ବଢୁଥିବା ସଂଖ୍ୟାକୁ … Read More

ଭୁବନେଶ୍ୱରରୁ ଆଜି ୧୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ୧୨୬୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୬ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୧୨୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୯୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ … Read More

ରାଜ୍ୟରେ ସର୍ବାଧିକ ୧୨୬୪ କରୋନା ସଂକ୍ରମିତ ଚିହ୍ନଟ

Oronaଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ଗଣପତିନଗର ବସ୍ତିକୁ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବର ଗଣପତି ବସ୍ତିରେ ଏକାଥରକେ ୧୪ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ବସ୍ତିର ଜଣେ ଗର୍ଭବତୀ ମହିଳାଙ୍କ ସଂସ୍ପର୍ଶରେ ଆସି ସମସ୍ତେ ସଂକ୍ରମିତ ହୋଇଛନ୍ତି । ଅଧିକାଂଶ ମହିଳାଙ୍କ ପାଖ ପଡୋଶୀ । ସଂକ୍ରମିତଙ୍କ ମଧ୍ୟରେ … Read More