ଜୁଲାଇ ୨୫ ପର୍ଯ୍ୟନ୍ତ ବଢିଲା ଓଜେଇଇ ପଞ୍ଜୀକରଣ ସମୟସୀମା

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ଆବେଦନକୁ ପୁଣି ଘୁଞ୍ଚାଇ ଦିଆଯାଇଛି । ବିଭିନ୍ନ ପାଠ୍ୟକ୍ରମରେ ଅନଲାଇନ୍ ଆବେଦନ କରିବା ପାଇଁ ଓଜେଇଇର ୱେବ ପୋର୍ଟାଲ୍  ଖୋଲାଯାଇଛି । … Read More

ରାଜ୍ୟରେ ଆଉ ୫୭୭ କରୋନା ସଂକ୍ରମିତ ଚିହ୍ନଟ : ୧୧ ହଜାର ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୨୦୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା … Read More

ଭୁବନେଶ୍ବରରୁ ଆଜି ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୫୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୬ଜଣ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୪୬ଜଣଙ୍କ ମଧ୍ୟରୁ ୨୨ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଓ ୨୪ଜଣ ସ୍ଥାନୀୟ … Read More

ସରକାରୀ ନିଯୁକ୍ତି ନେଇ ସ୍ପଷ୍ଟ କଲେ ସରକାର; ପୂର୍ବ ଭଳି ଖାଲି ପଡ଼ିଥିବା ପଦବୀ ପୂରଣ କରାଯିବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆର୍ଥିକ କଟକଣା ଓ ନୂଆ ନିଯୁକ୍ତି ଉପରେ କଟକରା ଲାଗୁ ହୋଇଥିଲା । ନୂଆ ସରକାରୀ ନିଯୁକ୍ତି ନେଇ ଅର୍ଥ ବିଭାଗ ପକ୍ଷରୁ ଆଜି ଏହି ସମ୍ପର୍କରେ ସ୍ପଷ୍ଟୀକରଣ ରଖାଯାଇଛି । ଖାଲି ପଡ଼ିଥିବା ସରକାରୀ … Read More

ସାଧାରଣ ଲୋକଙ୍କ ପାଇଁ ବନ୍ଦ ହେଲା ରାଜଭବନ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜଭବନକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ କୋଭିଡ-୧୯ ମାର୍ଗଦର୍ଶିକା ଆଧାରରେ ରାଜଭବନକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ … Read More

ଏସସିବି ମେଡ଼ିକାଲର ଆଉଟ ଡୋର ବନ୍ଦ

କଟକ, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭ ଚିହ୍ନଟ ସଂଖ୍ଯା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସବୁ ଜିଲ୍ଳାରେ କୋଭିଡ଼ ମୁକାବିଲା କରିବା ପାଇଁ ଭିନ୍ନ ଭିନ୍ନ ପ୍ରୟାସ ଜାରି ରଖିଛନ୍ତି । ଏହାରି ମଧ୍ୟରେ କଟକରେ … Read More

ଭୁବନେଶ୍ୱର RTO-୨ ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ଵରରେ ଦିନକୁ ଦିନ କରୋନା ପଜିଟିଭ ବଢିବାରେ ଲାଗିଛି । ଏଥିପାଇଁ ଭୁବନେଶ୍ବର ଆରଟିଓ-୧ ପରେ ଏବେ ଆରଟିଓ-୨ ବନ୍ଦ ହୋଇଛି  । କରୋନା ସଂକ୍ରମଣ ଆଶଙ୍କାରେ ଆରଟିଓ-୨କୁ ବନ୍ଦ କରି ଦିଆଯାଇଛି । … Read More

ରାଜ୍ୟରେ ଆଜି ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୬ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋରେ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି । ମୃତ୍ୟୁ ହୋଇଥିବା ୬ଜଣଙ୍କ ମଧ୍ୟରୁ ଗଞ୍ଜାମରେ ୩, … Read More

ରାଜ୍ୟରେ ଆଉ ୫୨୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୭ ଜଣ  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୨୪ ରେ ପହଞ୍ଚିଛି । ଏ ନେଇ ରାଜ୍ୟ … Read More

କ୍ୟାପିଟାଲ ହସ୍ପିଟାଲର ଆଉ ୨ କର୍ମଚାରୀଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : କ୍ୟାପିଟାଲ ହସ୍ପିଟାଲରେ କରୋନା ସଂକ୍ରମିତ ବଢ଼ିଛି । ପୂର୍ବରୁ ହସ୍ପିଟାଲର ୫ଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା ବେଳେ  ଆଉ ଦୁଇ ଷ୍ଟାଫନର୍ସ ସଂକ୍ରମିତ ହୋଇଛନ୍ତି । ଏ ନେଇ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି … Read More