କୋଭିଡ୍-୧୯ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୯ ମାମଲା, ୩୦ ଗିରଫ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୯ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୬ଟି ମାମଲା ଲକ୍ ଡାଉନ୍ ସମ୍ପର୍କିତ ହୋଇଥିବାବେଳେ ୨ଟି … Read More











