କରୋନା ଯୁଦ୍ଧ ଜିତିବାକୁ ହେଲେ ଆମକୁ ତ୍ୟାଗ, ସଂଜମ ଓ ଶୃଙ୍ଖଳାର ମାର୍ଗ ଆପଣେଇବାକୁ ପଡିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଯୁଦ୍ଧ ଜିତିବା ପାଇଁ ୩ଟି ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ। ତ୍ୟାଗ, ସଂଯମ ଓ ଶୃଙ୍ଖଳା ମନ୍ତ୍ର ଦେଲେ ନବୀନ ପଟ୍ଟନାୟକ। ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧିତ କରିବା ଅବସରରେ କରୋନା ବିରୋଧି ଲଢେଇରେ … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୨୬୨ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୪୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୨ଜଣ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୬୪୮୬କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର … Read More

ଭୁବନେଶ୍ୱରରୁ ଆଜି ୧୭ ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଜି ୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି  । ଏହାମଧ୍ୟରୁ ୧୦ ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ୫ଜଣ କ୍ୱାରେଣ୍ଟାଇନରେ ରହିଥିଲେ । ଏହାସହ ୪ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ ମଧ୍ୟ କରିଛନ୍ତି … Read More

ବାଲେଶ୍ୱରର ଜଣେ ବିଧାୟକଙ୍କୁ କରୋନା !

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ପ୍ରଥମ ଥର ଲାଗି ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ବିଧାୟକଙ୍କ କରୋନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଏ … Read More

ବିଧାନସଭାର ସମସ୍ତ କମିଟି ବୈଠକକୁ ବାତିଲ୍ କଲେ ବାଚସ୍ପତି

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ନୂଆ ୪୫୬ ଜଣ ପଜିଟିଭ ଚିହ୍ନଟ ହେବା ସହ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାରି ମଧ୍ୟରେ କରୋନା ପାଇଁ ବିଧାନସଭାର ସବୁ କମିଟି ବୈଠକ ବାତିଲ୍ କରାଯାଇଛି । ଏନେଇ … Read More

ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ଆଜି ରାଜ୍ୟରେ ନୂଆ ୪୫୬ ଜଣ ପଜିଟିଭ ଚିହ୍ନଟ ହେବା ସହ ୨ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଓ … Read More

ଆଜି ଭୁବନେଶ୍ୱରୁ ୧୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରୁ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ କରୋନା ଯୋଦ୍ଧା ମଧ୍ୟ ପଜିଟିଭ୍ ହୋଇଛନ୍ତି । ତେବେ କ୍ୱାରେଣ୍ଟାଇନ ସେଣ୍ଟରରୁ ୯ ଜଣ ଚିହ୍ନଟ … Read More

ଆସନ୍ତା 3 ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର … Read More

କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ନିଜର କାୟା ବିସ୍ତାର କରିବାରେ ଲାଗିଲାଣି । ଏହାରି ମଧ୍ୟରେ ଆଜି ୪୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେଆଉ ୨ ଜଣଙ୍କର ଜୀବନ ନେଇଛି କରୋନା । … Read More

ରାଜ୍ୟରେ ଆଉ ୪୬୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବଢିବାରେ  ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା … Read More