ରାଜ୍ୟରେ ରାତି ୯ରୁ ସକାଳ ୫ ଯାଏଁ ରାତ୍ରୀକାଳିନ କର୍ଫ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ରାତ୍ରୀକାଳିନ କର୍ଫ୍ୟୁର ସମୟସୀମାକୁ ରାତି ୯ରୁ ସକାଳ ୫ଟା ଯାଏଁ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ । ମୁଖ୍ୟ ଶାସନ ସଚିବ କହିଥିଲେ ଯେ, … Read More

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ୨୪୩ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୨୪୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୧୮୯ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଜପତିର ୫୯ … Read More

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବରରୁ ଆଜି ଆଉ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬ ସଂକ୍ରମିତଙ୍କୁ ମିଶାଇ … Read More

ମଦୁଆଙ୍କ ପାଇଁ ଖୁସି ଖବର, କାଲିଠୁ କାଉଣ୍ଟରରେ ମଦ ବିକ୍ରି

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଙ୍କଟ ସମୟରେ ମଦ ପିଉଥିବା ଲୋକମାନଙ୍କ ପାଇଁ ଆସିଛି ଏକ ଆରାମଦାୟକ ଖବର । ଏଣିକି କାଉଣ୍ଟର ବା ଦୋକାନମାନଙ୍କରେ ବିକ୍ରି ହେବ ମଦ । କାଉଣ୍ଟରରେ ମଦ ବିକ୍ରି ନେଇ ଅନୁମତି ଦେଇଛି … Read More

ଆଗାମୀ ୪ଦିନ ଲାଗିରହିବ ବର୍ଷା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଉତ୍ତରପୂର୍ବ ବିହାରରୁ ଉତ୍ତର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ ଥିବାରୁ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ମୌସୁମି ସକ୍ରିୟ ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ପାରାଦ୍ବୀପରେ ସର୍ବାଧିକ ୫୩ ମିମି ବର୍ଷା ହୋଇଛି। … Read More

ରାଜ୍ୟରେ ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ, ୭ହଜାର ଟପିଲା କରୋନା ସଂକ୍ରମିତ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୬୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଭୁବନେଶ୍ଵରରୁ ୨୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୪୫ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରାଜଧାନୀ ଭୁବନେଶ୍ଵରରୁ ରହିଛନ୍ତି ୨୫ ସଂକ୍ରମିତ, ଯେଉଁଥିରୁ ୨୩ ଜଣ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ବା ଲୋକାଲ କେସ୍‌। ହୋମ୍‌ … Read More

ଓଡିଶାକୁ ଆସିସାରିଛି କରୋନା ମେଡିସିନ୍

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ପାଇଁ ଆଶ୍ୱସ୍ତିର ଖବର।  ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମଡେସିଭିର୍। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ଏହା ସହ କଟକଣାକୁ ନେଇ … Read More

ଓଡ଼ିଶାର ଏହି ଜିଲ୍ଲାରେ ବଢ଼ିଲା କ୍ୱାରେଣ୍ଟିନ୍‌ ଅବଧି

ଗଜପତି, (ଓଡିଶା ଟାଇମ୍) : ଗଜପତି ଜିଲାରେ କ୍ବାରେଣ୍ଟାଇନ ଅବଧି ୨୧ ଦିନକୁ ବୃଦ୍ଧି କରିଛି ଜିଲା ପ୍ରଶାସନ। ସୋମବାରଠାରୁ ଏହି ନୂଆ ନିୟମ ଲାଗୁ କରାଯାଇଛି। ପୂର୍ବରୁ ୧୪ ଦିନ କ୍ବାରେଣ୍ଟାଇନରେ ରହିବା ବ୍ୟବସ୍ଥା ଥିଲା। କିନ୍ତୁ ୧୪ ଦିନ … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୩୭ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୩୭ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି  । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୭୪୩ରେ ପହଁଚିଛି । ରବିବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର … Read More