ବଢିଲା ସ୍ୱତନ୍ତ୍ର ଓଜେଇଇ ଅନଲାଇନ୍ ଆବେଦନ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଟେକ୍ ଛାତ୍ରଛାତ୍ରୀ ଙ୍କ ପାଇଁ ସ୍ବତନ୍ତ୍ର OJEEର ଆବେଦନ ତାରିଖ ବଢ଼ିଲା । ୩୦ ଜୁନ୍ ପର୍ଯ୍ୟନ୍ତ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଏଥିସହିତ ଆସନ୍ତା ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନ୍ ଫି ଦାଖଲ … Read More

ଭଲ ଖବର: ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ ) : ରାଜ୍ୟରେ ଆଜି ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୨୭୦୮ରେ ପହଁଚିଛି । ଆଜି ସୁସ୍ତ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ … Read More

ଆଜି ଭୁବନେଶ୍ୱରରେ ୧୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪ ଜଣ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ ୨ଟି ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା … Read More

ଭୁବନେଶ୍ବରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ଵର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି। ହାଇଦ୍ରାବାଦରୁ ଏକ ସ୍ୱତନ୍ତ୍ର ‌ଆମ୍ବୁଲାନ୍ସରେ ଆସି ଆଜି ସକାଳେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଗତକାଲି ମଧ୍ୟାହ୍ନ ପ୍ରାୟ ୧୨ଟାରେ ହାଇଦ୍ରାବାଦରୁ ବାହାରିଥିଲେ। ଅସୁସ୍ଥତା କାରଣରୁ କିଛି ଦିନ … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୫୯୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା … Read More

ସଟଡାଉନରେ ୧୧ ଜିଲ୍ଲା ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ସଟ୍ ଡାଉନର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନ । ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ଗତ ସପ୍ତାହରୁ ଜୁନ ମାସ ତମାମ ୧୧ ଜିଲ୍ଲାରେ ଦୁଇ ଦିନିଆ ସଟ ଡାଉନ କରାଯାଇଛି । ଆଜି … Read More

IFS ସ୍ତରରେ ଅଦଳବଦଳ, ବଦଳିଲେ ୧୨ ଆଇଏଫଏସ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟ ସରକାର ବନସେବା ଅଧିକାରୀ (ଆଇଏଫଏସ) ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି । ଏଥିରେ ୧୨ ଆଇଏଫଏସ ଅଧିକାରୀଙ୍କ ବଦଳି ହୋଇଛି । ୨୦୦୫ ବ୍ୟାଚ୍ ଆଇଏଫଏସ ଅଧିକାରୀ ୟୋଗଜୟାନନ୍ଦଙ୍କୁ ବାରିପଦା ଆରସିସିଏଫ ନିଯୁକ୍ତ … Read More

ଭୁବନେଶ୍ୱରରୁ ଆଜି ୩ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳର

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ଆଉ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗରନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ … Read More

ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୨୨୫ କରୋନା ସଂକ୍ରମିତ, ୩୭୨୩କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ ) : ରାଜ୍ୟରେ ଆଜି ଆଉ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

୧୭ରୁ ସବୁ ୟୁନିଭର୍ସିଟି, କଲେଜକୁ ଯିବେ ଅଧ୍ୟାପକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଜୁନ ୧୭ରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟ ଖୋଲିବ । ତେବେ ଶିକ୍ଷାନୁଷ୍ଠାନଗୁଡିକରେ କରୋନା ଗାଇଡଲାଇନ୍ ପାଳନ କରିବାକୁ କଡାକଡି ଭାବେ ନିର୍ଦ୍ଦେଶ ଦେଇଛି ଉଚ୍ଚ ଶିକ୍ଷା ବିଭାଗ । ଗୁରୁବାର ଉଚ୍ଚଶିକ୍ଷା … Read More