ପୂର୍ବ ଭାରତର ଏକମାତ୍ର ବିଶ୍ଵ ବିଦ୍ୟାଳୟ ଭାବେ ସୋଆକୁ କ୍ୟୁଏସ୍ ଆଇ-ଗଜ୍ ଡାଇମଣ୍ଡ ରେଟିଂ ସମ୍ମାନ
ଭୁବନେଶ୍ବର, (ଓଡିଶା ଟାଇମ୍) :ଚଳିତ ବର୍ଷ ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ୍ ରାଙ୍କିଂ ଫ୍ରେମଓ୍ଵାର୍କ(ଏନଆଇଆରଏଫ) ରାଙ୍କିଂରେ ଦେଶର ୨୦ତମ ଶ୍ରେଷ୍ଠ ବିଶ୍ଵ ବିଦ୍ୟାଳୟ ଭାବେ ସ୍ଥାନ ପାଇଥିବା ଶିକ୍ଷା ଓ ଅନୁସନ୍ଧାନ(ଡିମ୍ଡ ଟୁ ବି ବିଶ୍ଵବିଦ୍ୟାଳୟ) ହାସଲ କରିଛି ଆଉ ଏକ ସଫଳତା। ପୂର୍ବ … Read More











