ଓଡ଼ିଶାରେ ଅନଲାଇନରେ ମିଳିବ ମଦ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମଦ ଅନଲାଇନରେ ବିକ୍ରି କରିବାକୁ ନିଷ୍ପତ୍ତି ଗ୍ରହଣ ନେଇଛନ୍ତି ରାଜ୍ୟ ସରକାର। ତେବେ କେବଳ ଅନଲାଇନ ନୁହେଁ, ଅଫଲାଇନରେ ମଧ୍ୟ ମଦ ବିକ୍ରି କରାଯିବାକୁ ଅନୁମତି ଦିଆଯାଉ ବୋଲି ସଂଘ ଦାବି କରିଛି l … Read More

ଓଡିଶା ପାଇଁ ୫୦୦ କୋଟି ସହାୟତା ଘୋଷଣା କଲେ ମୋଦି

ଭୁବନେଶ୍ୱର,(ଓଡିଶା ଟାଇମ୍): ଓଡ଼ିଶାକୁ ୫୦୦କୋଟି ଟଙ୍କାର ସହାୟତା ପ୍ୟାକେଜ ଘୋଷଣା କରାଯାଇଛି । ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା ସ୍ଥିତି ନେଇ ସମୀକ୍ଷା ବୈଠକ ପରେ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । … Read More

ଆଜି ସାବିତ୍ରୀ ଅମାବାସ୍ୟା ,ଏଥର ସବୁ ଫିକା ଫିକା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ସାବିତ୍ରୀ ଅମାବାସ୍ୟା। ସ୍ୱାମୀମାନଙ୍କ ଦୀର୍ଘାୟୁ କାମନା କରି ସଧବା ମହିଳାମାନେ ସାବିତ୍ରୀ ବ୍ରତ ରଖିଥାନ୍ତି। ସାବିତ୍ରୀରେ ନୂଆ ଶାଢୀ, ଚୂଡି ସହ ବିଭିନ୍ନ ପ୍ରକାରର ଫଳମୂଳର ପୂଜାର୍ଚ୍ଚନା କରିବାର ବିଧି ରହିଛି। କିମ୍ବଦନ୍ତୀ ଅନୁସାରେ … Read More

ବିଧାୟକ ଅନନ୍ତ ଜେନାଙ୍କ ନାଁ ରେ ଥାନାରେ ମାମଲା

ଭୁବନେଶ୍ୱର(ଓଡିଶା ଟାଇମ୍): ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ନାଁରେ ଥାନାରେ ଅଭିଯୋଗ । ଜଣେ ମହିଳାଙ୍କୁ ଟଣା ଓଟରା କରିଥିବା ଥାନାରେ ଅଭିଯୋଗ ହୋଇଛି । ମହିଳା ଜଣଙ୍କ ଘରେ ଏକା ଥିବା ସମୟରେ ବିଧାୟକ ବଳ ପୂର୍ବକ ଘରେ … Read More

ମେ ୨୬ରୁ ମାଟ୍ରିକ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର,(ଓଡିଶା ଟାଇମ୍): ମେ ୨୬ରୁ ମାଟ୍ରିକ ଖାତା ଦେଖା ଆରମ୍ଭ ହେବ । ଏ ନେଇ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଖାତା ଦେଖା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଛି । ଖାତା ଦେଖା … Read More

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ ରେଜଲ୍ଟ : ମନ୍ତ୍ରୀ

ଭୁବନେଶ୍ୱର, (ଓଡିଶା ଟାଇମ୍):  ଜୁଲାଇ ଶେଷ ସୁଦ୍ଧା ବାହାରିବ ମାଟ୍ରିକ ପରୀକ୍ଷା ରେଜଲ୍ଟ । ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ଗଣ ଶିକ୍ଷା ମନ୍ତ୍ରୀ ଶମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । ଗତ ୨୦ ତାରିଖରୁ ମାଟ୍ରିକ … Read More

ରାଜ୍ୟରେ ଆଉ ୫୦ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, (ଓଡିଶା ଟାଇମ୍): ରାଜ୍ୟରେ ଆଉ ୫୦ ଆକ୍ରାନ୍ତ ଏକାଥରରେ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କୋରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୩୯୩ କୁ ବୃଦ୍ଧି ହୋଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ସର୍ବନିମ୍ନ ସେବାୟତରେ ପାଳନ ହେବ ସ୍ନାନ ପୂର୍ଣ୍ଣିମା !

ଭୁବନେଶ୍ୱର, (ଓଡିଶା ଟାଇମ୍): ଶ୍ରୀ ଜୀଉଙ୍କ ସ୍ନାନ ଯାତ୍ରା ହେବା ନେଇ ସମ୍ଭାବନା ବଢିଛି । ଆଜି ୧୦ ନିଯୋଗ ସହ ବସିଥିବା ବୈଠକ ପରେ ଡ. କିଶାନ କୁମାର ଏ ନେଇ ସୂଚନା ଦେଇଛନ୍ତି । ଅଳ୍ପ ସେବାୟତଙ୍କୁ ନେଇ … Read More

ବିମାନ ଯାତ୍ରୀଙ୍କ ପାଇଁ ଜାରି ହେଲା ଏସଓପି

ଘରୋଇ ବିମାନ ସେବା ମେ ୨୫ରୁ ଆରମ୍ଭ ହେବକୁ ଯାଉଛି । ବିମାନର ମଝି ସିଟ୍ ଖାଲି ରଖାଯିବ ବୋଲି ପୂର୍ବରୁ ବାରଣ କରାଯାଇଥିଲା । ଏହା ଭଡ଼ା ଉପରେ ପ୍ରଭାବ ପକାଉଥିବାରୁ ମଝି ସିଟ୍‌ ଖାଲି ରହିବ ନାହିଁ । … Read More

ଟଚ୍ ଫ୍ରି ହେବ ଭୁବନେଶ୍ୱର ଏୟାରପୋର୍ଟ

ଭୁବନେଶ୍ୱର,(ଓଡିଶା ଟାଇମ୍):ଟଚ୍ ଫ୍ରି ହେବ ଭୁବନେଶ୍ୱର ଏୟାରପୋର୍ଟ । ଆସନ୍ତା ୨୫ ତାରିଖରୁ ଦେଶରେ ଘରୋଇ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ରାଜଧାନୀ ଭୁବନେଶ୍ୱର ସ୍ଥିତ ବିଜୁପଟ୍ଟନାୟକ ଏୟାରପୋର୍ଟ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ନିର୍ଦ୍ଦେଶକ ଭି.ଭି ରାଓ … Read More