ରାଜଧାନୀରେ ବଢିବ କୋଭିଡ୍ ବେଡ୍, ବସ୍ତି ପାଇଁ କଣ ରହିଛି ଷ୍ଟ୍ରାଟେଜି ପଢ଼ନ୍ତୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ କ୍ରମାଗତ ଭାବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେଣୁ ଆଜି ଭୁବନେଶ୍ୱରରେ କରୋନା ସ୍ଥିତି ନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଦୁରୀ କହିଛନ୍ତି ଯେ ବସ୍ତି ଅପେକ୍ଷା … Read More