ବେଦପ୍ରକାଶ ଅଗ୍ରୱାଲ୍‌ଙ୍କ ଦେହାନ୍ତ, ପାଟକୁରା ନିର୍ବାଚନ ବାତିଲ ଆଶଙ୍କା

ବରିଷ୍ଠ ରାଜନେତା, ପୂର୍ବତନ ମନ୍ତ୍ରୀ ତଥା ପାଟକୁରାରୁ ବିଜେଡିର ବିଧାୟକ ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲ୍‌ଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ଵରସ୍ଥିତ କେୟାର ହସ୍‌ପିଟାଲ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦୀର୍ଘଦିନ ହେଲା ସେ ଏହି ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ତାଙ୍କ ଅବସ୍ଥା ସଙ୍କଟାପନ୍ନ … Read More