କୋଭିଡ୍-୧୯ ଖ୍ରୀଷ୍ଟ: ମଣ୍ଡଳୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଟିକୁ ୫ଲକ୍ଷ
ଭୁବନେଶ୍ୱର, (ଓଡ଼ିଶା ଟାଇମ୍): ସାରା ରାଜ୍ୟରେ କୋଭିଡ୍-୧୯ ମହାମାରୀ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ ସାମିଲ୍ ହୋଇ ସ୍ଥାନୀୟ ଲୋକ ସେବା ମାର୍ଗରେ ଅବସ୍ଥିତ ଖ୍ରୀଷ୍ଟ (ସମ୍ମିଳିତ) ମଣ୍ଡଳୀ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ୍ ପଣ୍ଠିକୁ ୫ ଲକ୍ଷ ଟଙ୍କା ଦାନ କରିଛି । … Read More