ବିହାର ନିର୍ବାଚନ ଫଳାଫଳ: ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର
ବିହାର, (ଓଡିଶା ଟାଇମ୍) : ଏନ୍ଡିଏକୁ ମିଳିଲା ବିଜୟ ମୁକୁଟ। ୨୪୩ ଆସନରୁ ୧୨୫ଟି ଆସନରେ ଏନଡିଏ ବିଜୟୀ ହୋଇ ଏବେ ପୁଣି ବିହାରରେ କ୍ଷମତାକୁ ଆସିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ୧୨୫ଟି ଆସନରୁ ବିଜେପି ୭୪ଟି ଏବଂ ଜେଡିୟୁ … Read More