ମେଡିକାଲ କଲେଜରେ ମାଗଣା ଚିକିତ୍ସା

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‍କେୱାଇ) ର ହିତାଧିକାରୀମାନେ ଆସନ୍ତା ଫେବୃୟାରୀ ପହିଲାରୁ ରାଜ୍ୟର ସମସ୍ତ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା ପାଇପାରିବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । … Read More