ପରଲୋକରେ ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସ

ଭୁବନେଶ୍ବର, (ଓଡିଶା ଟାଇମ୍) :ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ପରଲୋକ। ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ବିଷ୍ଣୁ ଦାସ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଗତ କିଛି … Read More