ପ୍ରଥମ ପର୍ଯ୍ୟାୟ ବିଜେଡି ତାଲିକା ଘୋଷଣା
ରାଜ୍ୟର ସର୍ବବୃହତ୍ ଦଳ ତଥା ଶଶସକ ବିଜେଡି ପକ୍ଷରୁ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ୯ଟି ଲୋକସଭା ଆସନ ପାଇଁ ୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା ସହ ଏହି ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୫୪ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ କିଏ ହେବେ ତାହା ଘୋଷଣା କରାଯାଇଛି।











