ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଶପଥ ନେବେ
ବିଜେଡିକୁ ନିର୍ବାଚନରେ ଜବରଦସ୍ତ ସଫଳତା ମିଳିଛି। ଆଉ ପଞ୍ଚମଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଆସନ୍ତା ସୋମବାର ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଜଣାପଡ଼ିଛି। ସେ କ୍ରମାଗତ ଭାବେ ପଞ୍ଚମ ଥର ପାଇଁ … Read More











