ରାଜ୍ୟରେ ବିଜେପି ସରକାର ଆସିଲେ ଚିଟଫଣ୍ଡ ଅଭିଯୁକ୍ତମାନଙ୍କୁ ଜେଲ୍ ପଠାଯିବ : ଶାହ
ରାଜ୍ୟରେ ବିଜେପି ସରକାର ଆସିଲେ ଚିଟଫଣ୍ଡ ଅଭିଯୁକ୍ତମାନଙ୍କୁ ଜେଲ୍ ପଠାଯିବ ବୋଲି ଘୋଷଣା କରିଛନ୍ତି ଶାହ। ବିଜେପି ସରକାର ଆସିଲେ କେନ୍ଦୁଝର ଜିଲ୍ଲାରେ ଆଉ ଏକ ମେଡିକାଲ୍ କଲେଜ ପ୍ରତିଷ୍ଠା ହେବ ଏବଂ କେନ୍ଦୁପତ୍ର ଉପରୁ ଜିଏସ୍ଟି ସମ୍ପୂର୍ଣ୍ଣ ଛାଡ଼ କରାଯିବ … Read More