୧୦୦ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା ବିଜେପି
ଲୋକସଭା ପରେ ଆଜି ବିଧାନସଭା ପାଇଁ ବିଜେପି ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ୧୪୭ଟି ଆସନରୁ ୧୦୦ଟି ବିଧାନସଭା ଆସନ ଲାଗି ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁରରୁ ଜୟନାରାୟଣ ମିଶ୍ର, ଚିଲିକାରୁ ପୃଥ୍ୱୀରାଜ ହରିଚନ୍ଦନ, ପଦ୍ମପୁରରୁ … Read More











