ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍) : ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ଛତିଶଗଡ଼ର ରାୟଗଡ଼ ଜେଲର । ଜେଲ କର୍ତୃପକ୍ଷ ତୁରନ୍ତ ଅନୁପ ସାଏଙ୍କୁ ସରକାରୀ ହସ୍ପିଟାଲରେ ଭର୍ତି କରିଥିଲେ … Read More