ରାଜଧାନୀରୁ କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ । ୧ କୋଟିରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । କ୍ରାଇମବ୍ରାଞ୍ଚର STF ଟିମ୍ ଏହି ବ୍ରାଉନସୁଗାର ଜବତ କରିଛି । ଧଳାଜହର କାରବାର ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ … Read More