ବିଏସଏଫ କ୍ୟାମ୍ପ ରେ ବିଏସଏଫ ଯବାନଙ୍କ ଆତ୍ମହତ୍ୟା

ମାଲାକନଗିରି, (ଓଡିଶା ଟାଇମ୍) : ମାଲକାନଗିରି ଜିଲାର ଚିତ୍ରକୋଣ୍ଡା ବିଏସଏଫ କ୍ୟାମ୍ପ ରେ ଜଣେ ବିଏସଏଫ ଯବାନ ଆତ୍ମହତ୍ୟା କରିଥିବା ନେଇ ଆଜି ଜଣାପଡ଼ିଛି। ନିଜ ସର୍ଭିସ ରିଭଲଭରରେ ନିଜକୁ ଗୁଳି କରି ଯବାନ ଜଣଙ୍କ ଆତ୍ମହତ୍ୟା କରିଥିବା ବେଳେ ଦୀର୍ଘଦିନରୁ … Read More