ରାଜ୍ୟରେ ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :  ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ ରାଜ୍ୟର ଆଉ ଜଣେ ବିଧାୟକ ମହାମାରୀ କବଜାକୁ ଆସିଛନ୍ତି । ସେ ହେଉଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ । … Read More