ମହାନଦୀ ଜଳ ବିବାଦ ମାମଲା ,ଆଜି ପୁଣି ବସିବ ଓଡିଶା ଓ ଛତିଶଗଡ଼ ମଧ୍ୟରେ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) :ମହାନଦୀ ଜଳ ବିବାଦ ମାମଲା । ଆଜି ପୁଣି ବସିବ ଓଡିଶା ଓ ଛତିଶଗଡ଼ ମଧ୍ୟରେ ବୈଠକ । ମହାନଦୀ ଜଳବିବାଦ ମାମଲାର ତ୍ୱରିତ୍ ଶୁଣାଣି ପାଇଁ ସମୟ ନିର୍ଦ୍ଧାରଣ ପ୍ରସଙ୍ଗରେ ଗତକାଲି ଓଡ଼ିଶା ଓ ଛତିଶଗଡ଼ … Read More

କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ

ମାଲକାନଗିରି, (ଓଡିଶା ଟାଇମ୍) : ଛତିଶଗଡ଼ର ସୁକମା ଜିଲ୍ଲାରେ ନକ୍ସଲଙ୍କ ସିଆରପିଏଫ୍ କୋବ୍ରା ଉପରକୁ ଆଇଡି ବିସ୍ଫୋରଣ କରିଛନ୍ତି। ଏହି ବିସ୍ଫୋରଣରେ ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସହିଦ୍ ହୋଇଥିବା ବେଳେ ୧୦ଜଣ ସିଆରପିଏଫ୍ ଯବାନ୍ ଆହତ ହୋଇଥିବା ଜଣା ପଡ଼ିଛି । … Read More

ମହାନଦୀ ଜଳ ବିବାଦ ମାମଲା : ଛତିଶଗଡର ପ୍ରସ୍ତାବକୁ ଓଡିଶାର ଅଗ୍ରାହ୍ୟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ମହାନଦୀ ଜଳ ବିବାଦ ମାମଲାର ଟ୍ରିବ୍ୟୁନାଲରେ ଶନିବାର ଶୁଣାଣି ହୋଇଛି । ଛତିଶଗଡର ପ୍ରସ୍ତାବକୁ ଅଗ୍ରାହ୍ୟ କରିଛି ଓଡିଶା । ମୂଳ ମାମଲା ସମାଧାନ ପାଇଁ ଦୁଇ ପକ୍ଷଙ୍କୁ ସମୟ ନିର୍ଦ୍ଧାରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି … Read More

ଛତିଶଗଡରେ ପହଞ୍ଚିଲେ ପଙ୍ଗପାଳ, ଓଡ଼ିଶାକୁ ବଢ଼ିଲା ଭୟ !

ଭୁବନେଶ୍ବର, (ଓଡିଶା ଟାଇମ୍) : ଛତିଶଗଡ ରାଜ୍ୟରେ ପଙ୍ଗପାଳ ପଲ ପ୍ରବେଶ କରିଥିବା ଜଣାପଡ଼ିଛି । ଛତିଶଗଡ଼ କୋରିଆ ଜିଲାର ଭରତପୁର ଜଙ୍ଗଲରେ ଏହି ପଙ୍ଗପାଳ ପଲ ପହଞ୍ଚିଛନ୍ତି । ଏହି ପଲ ମଧ୍ୟପ୍ରଦେଶରୁ ଆସିଥିବା ଜଣାଯାଇଛି । ପଙ୍ଗପାଳ ପଲ … Read More

ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜୀତ ଯୋଗୀଙ୍କ ପରଲୋକ

ରାୟପୁର,(ଓଡିଶା ଟାଇମ୍) : ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ହୃଦଘାତ ଜନିତ ଆକ୍ରାନ୍ତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେ ଗତ ୧୫ … Read More