ସ୍ଥଳଭାଗ ଛୁଇଁଲା ଘୁର୍ଣ୍ଣିବାତ୍ୟା ‘ନିଭାର’

ଚେନ୍ନାଇ , (ଓଡିଶା ଟାଇମ୍) : ଘୁର୍ଣ୍ଣିବାତ୍ୟା ‘ନିଭାର’କୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ‘ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମ’ ପର୍ଯ୍ୟାୟଭୁକ୍ତ କରାଯିବା ପରେ ଏଥିପାଇଁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବୁଧବାର ବିଳମ୍ବିତ ରାତିରେ ତାମିଲନାଡୁ ଓ ପୁଡୁଚେରୀ ଉପକୂଳରେ … Read More

ଆଜି ସନ୍ଧ୍ୟାରେ ଉପକୂଳ ଛୁଇଁବ ଘୂର୍ଣ୍ଣିବାତ୍ୟା ‘ନିଭାର’

ଚେନ୍ନାଇ, (ଓଡିଶା ଟାଇମ୍) : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆହୁରି ଅଧିକ ଘନୀଭୂତ ହୋଇ ଏକ ଘୂର୍ଣ୍ଣିବାତ୍ୟା ‘ନିବାର’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ତାମିଲନାଡୁ ଓ ପୁଡୁଚେରୀର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଚେନ୍ନଇସ୍ଥିତ ପାଣିପାଗ … Read More

ପାୱାର ପ୍ଲାଣ୍ଟରେ ବିସ୍ଫୋରଣ, ୫ ମୃତ

ଚେନ୍ନାଇ, (ଓଡିଶା ଟାଇମ୍) : ତାମିଲନାଡୁର କୁଡ୍ଡାଲୋର ଜିଲା ଅନ୍ତର୍ଗତ ନେଭେଲିରେ ଥିବା ନେଭେଲି ଲିଗନାଇଟ କର୍ପୋରେଶନ(ଏନଏଲସି)ରେ ବୁଧବାର ବଏଲର ବିସ୍ଫୋରଣ ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୧୭ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ କେତେଜଣଙ୍କ … Read More