ଏଲଏସିରେ ଶହୀଦ ହୋଇଥିବା ୨୦ ଯବାନଙ୍କ ମଧ୍ୟରେ ୨ ଓଡ଼ିଆ
ଭୁବନେଶ୍ଵର, (ଓଡିଶା ଟାଇମ୍) : ଲଦାଖର ଗଲ୍ଓ୍ୱାନ୍ ଉପତ୍ୟକାରେ ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନଙ୍କ ମଧ୍ୟରେ ୨ଜଣ ଓଡ଼ିଆ ଅଛନ୍ତି। ଜଣେ ଯବାନଙ୍କ ଘର ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଓ ଅନ୍ୟଜଣେ … Read More