ଅଗଷ୍ଟ ୩ୟ ସପ୍ତାହ ସୁଦ୍ଧା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ, ଶେଷ ସପ୍ତାହରେ କଳା ପରୀକ୍ଷାଫଳ
ଭୁବନେଶ୍ବର, (ଓଡିଶା ଟାଇମ୍) : ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଦେଇଛନ୍ତି ଏହି ସୂଚନା । ସେ କହିଛନ୍ତି … Read More