ଜଗତସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ସଞ୍ଜୁକ୍ତା ଦାଶଙ୍କ ଘରେ ଭିଜିଲାନ୍ସ ଚଢାଉ

ଜଗତସିଂହପୁର,(ଓଡିଶା ଟାଇମ୍) : ଜଗତସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ସଞ୍ଜୁକ୍ତା ଦାଶଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ କରିଥିବା ଜଣାପଡିଛି। ଜିଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ସଞ୍ଜୁକ୍ତା ଦାସଙ୍କ ଘର … Read More