ବିହାର ନିର୍ବାଚନ ଫଳାଫଳ: ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର

ବିହାର, (ଓଡିଶା ଟାଇମ୍) : ଏନ୍‌ଡିଏକୁ ମିଳିଲା ବିଜୟ ମୁକୁଟ। ୨୪୩ ଆସନରୁ ୧୨୫ଟି ଆସନରେ ଏନଡିଏ ବିଜୟୀ ହୋଇ ଏବେ ପୁଣି ବିହାରରେ କ୍ଷମତାକୁ ଆସିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ୧୨୫ଟି ଆସନରୁ ବିଜେପି ୭୪ଟି ଏବଂ ଜେଡିୟୁ … Read More

କରୋନା ମୁକାବିଲାରେ ଆମେ ଆଗରେ, ରାଜ୍ୟରେ ପଜିଟିଭ୍ ସଂଖ୍ୟା କମିଛି, ତଥାପି ଆମକୁ ଆହୁରି ସାବଧାନ ଓ ସତର୍କ ରହିବାକୁ ହେବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଶାରଦୀୟ ପୂଜା ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ଓଡିଶା ଗତ ସାତ ମାସ ହେବ କରୋନା ବିରୋଧରେ ଲଢେଇ … Read More

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ଼ ସ୍ଥିତି ଓ ପାର୍ବଣ ସଂପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କିଛି କହିପାରନ୍ତି ବୋଲି ଅନୁମାନ କରାଯାଉଛି । ରାଜ୍ୟରେ କରୋନା ଗ୍ରାଫ … Read More

ଶ୍ରୀମନ୍ଦିର ଉନ୍ନୟନ କାର୍ଯ୍ୟ ଓ ସୌନ୍ଦର୍ଯ୍ୟକରଣର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : : ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ … Read More

୭୫ ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ସେ ୭୫ ବର୍ଷରେ ପାଦ ଥାପିଛନ୍ତି। କରୋନା ସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ଆଜି ଜନ୍ମଦିନ ପାଳନ କରିବେ ନାହିଁ । ତେଣୁ ନବୀନ ନିବାସ … Read More

ଏ ବର୍ଷ ବି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲ ପାଇବା … Read More

‘ସୁଜଳ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ସୁଜଳ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରାଥମିକ ପର୍ଯ୍ୟାୟରେ ୨ଟି ସହର ପୁରୀ ଓ ଭୁବନେଶ୍ବରରେ ଆରମ୍ଭ ହୋଇଛି। ଏହି  ୨ଟି ସହରର ୧.୮୦ ଲକ୍ଷ … Read More

ଆଗାମୀ ତିନିବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବାଲେଶ୍ୱରରୁ ବସ୍ତି ଉନ୍ନତିକରଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । … Read More

ଓଡ଼ିଆ ଅଧିକାରୀ ସୀମାଚଳ ଦାଶ ଆଇଏମଏଫ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ପରାମର୍ଶଦାତା

ଭୁବନେଶ୍ବର, (ଓଡିଶା ଟାଇମ୍) :  ଅନ୍ତର୍ଜାତୀୟ ମୁଦ୍ରାକୋଷ (ଆଇଏମଏଫ)ର କାର୍ଯ୍ୟକାରୀ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି ଓଡ଼ିଆ ପୁଅ ସୀମାଞ୍ଚଳ ଦାସ । ଇଡ଼ିର ପ୍ରମୁଖ ସ୍ୱତନ୍ତ୍ର ନିର୍ଦ୍ଦେଶକ ଥିଲେ ସୀମାଞ୍ଚଳ । ଅର୍ଥମନ୍ତ୍ରାଳୟରେ ମଧ୍ୟ ବିଭିନ୍ନ ଦାୟିତ୍ୱରେ ସୀମାଞ୍ଚଳ ରହିଛନ୍ତି … Read More

ରାଜସ୍ଥାନର ୧୧ ଜିଲ୍ଲାରେ ୧୪୪ ଧାରା ଜାରି, ୫ରୁ ଅଧିକ ଲୋକ ହୋଇପାରିବେନି ଏକାଠି

ରାଜସ୍ଥାନ, (ଓଡିଶା ଟାଇମ୍) :କରୋନା ମହାମାରୀର ବ୍ୟାପକ ସଂକ୍ରମଣକୁ ଦେଖି ରାଜସ୍ଥାନ ସରକାର ୧୧ ଜିଲ୍ଲାର ମୁଖ୍ୟାଳୟର ସର୍ବସାଧାରଣ ସ୍ଥାନଗୁଡିକରେ ୧୪୪ ଧାରା ଜାରି କରିଛନ୍ତି । ଏହାସହ ୫ଜଣରୁ ଅଧିକ ଲୋକ ଏକତ୍ରିତ ହେବା ଉପରେ ମଧ୍ୟ ରୋକ୍ ଲଗାଇଛନ୍ତି … Read More