ଶାରଦା ପ୍ରସନ୍ନଙ୍କ ନାଁରେ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଶିଷ୍ଟ ଗୀତିକାର ଓ ଚଳଚ୍ଚିତ୍ର ନିର୍ମାତା ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିରେ ଆଜି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତିବର୍ଷ ଶାରଦାଙ୍କ ନାଁରେ ଦିଆଯିବ ଗୀତି କବିତା ପୁରସ୍କାର। ଓଡିଶା ସଙ୍ଗୀତ ନାଟକ … Read More

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୩ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ଜଣାଯାଇଛି। ଏଥିରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। … Read More

ସ୍ବାୟତଶାସନ ଦିବସରେ ଦୁଇଟି ନାଗରିକକେନ୍ଦ୍ରିକ ଆପ୍‌ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆଜି ସ୍ବାୟତ ଶାସନ ଦିବସ ଅବସରରେ ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ସହର’ ଓ ‘ସ୍ବଚ୍ଛ ସହର ଓଡ଼ିଶା’ ନାମକ ଦୁଇଟି ନାଗରିକକେନ୍ଦ୍ରିକ ମୋବାଇଲ୍‌ ଫୋନ୍ ଆପ୍ଲିକେସନ୍‌ର ଶୁଭାରମ୍ଭ କରିଛନ୍ତି।  ଲୋକସେବା … Read More

ଆଜି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବନ୍ୟା ସ୍ଥିତି ପରଖିବେ । ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଏନେଇ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ । ଗତ ତିନି … Read More

ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ : କୋଭିଡ୍ ଯୋଦ୍ଧା ଏବଂ ଜେଇଇ-ନିଟ୍ ପରୀକ୍ଷାର୍ଥୀଙ୍କୁ ସହଯୋଗ କର

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜୁ ଜନତା ଦଳର ବିଧାୟକମାନଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସଙ୍କଟ ସମୟରେ ସେମାନଙ୍କ ଦାୟିତ୍ବ ନିର୍ବାହ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି କରୋନା ସଂକ୍ରମଣରେ … Read More

ବନ୍ୟା ପ୍ରଭାବିତ ଜିଲ୍ଲାରେ ମୁକାବିଲା ପାଇଁ ୬ ବରିଷ୍ଠ ଅଧିକାରୀ ନିଯୁକ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ବନ୍ୟା ସାଂଘାତିକ ରୁପ ଧାରଣ କରିଛି l ଏହି ସ୍ଥିତିକୁ ଦେଖି ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ବନ୍ୟା ପରିଚାଳନା ପାଇଁ ୬ଜଣ ବରିଷ୍ଠ IAS ଅଧିକାରୀଙ୍କୁ ସ୍ବତନ୍ତ୍ର ଦାୟିତ୍ୱ ଦିଆଯାଇଛି । … Read More

କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର , (ଓଡିଶା ଟାଇମ୍) :ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ପଦକ୍ଷେପମାନ ଗ୍ରହଣ କରୁଛନ୍ତି । କରୋନା ପାଇଁ କୌଣସି ଟୀକା ବା ଔଷଧ … Read More

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜେଇଇ ଏବଂ ନିଟ୍ ସ୍ଥଗିତ ରଖିବାକୁ କଲେ ଅନୁରୋଧ

ଭୁବନେଶ୍ବର, (ଓଡିଶା ଟାଇମ୍) :  କରୋନା ପରିସ୍ତିତିକୁ ଦୃଷ୍ଟିରେ ରଖି ଦେଶରେ ନିଟ ଏବଂ ଜେଇଇ ପ୍ରବେଶିକା ପରୀକ୍ଷା ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ବିଶେଷ ଭାବରେ … Read More

ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ବର, (ଓଡିଶା ଟାଇମ୍) :  ସାରା ବିଶ୍ୱରେ ଏବେ କରୋନା କାୟା ମାଡିଚାଲିଛି । ଏଥିରେ ଛାତ୍ରଛାତ୍ରୀମାନେ ବିଶେଷ ପ୍ରଭାବିତ ହେଉଛନ୍ତି । ଏଥିପାଇଁ ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଟ୍‌ … Read More

ଜଗନ୍ନାଥ ଲେଙ୍କା ହେଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନ ସଦସ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଶିଷ୍ଟ ଅର୍ଥନୀତିଜ୍ଞ ପ୍ରଫେସର ଜଗନ୍ନାଥ ଲେଙ୍କା ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନ୍ ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି। ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟର ଅର୍ଥନୀତି ବିଭାଗ ପୂର୍ବତନ ମୁଖ୍ୟ ଓ ପ୍ରଫେସର ଜଗନ୍ନାଥ ଲେଙ୍କାଙ୍କୁ ଆଜି ମୁଖ୍ୟମନ୍ତ୍ରୀ … Read More