ସହିଦଙ୍କ ପରିବାରକୁ ଏବେ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବେ ଯୋଗୀ ସରକାର

ଲକ୍ଷ୍ନୌ, (ଓଡିଶା ଟାଇମ୍) :  ୟୁପିର କୌଣସି ଯବାନ ସହିଦ ହେଲେ ସେମାନଙ୍କ ପରିଜନଙ୍କୁ ଯୋଗୀ ସରକାର ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ। ଏହି ନିଷ୍ପତ୍ତି ସମୟରେ କ୍ୟାବିନେଟ୍‌ର ମାହୋଲ ଭାବନାତ୍ମକ ହୋଇ ପଡିଥିଲା। ସମସ୍ତେ ଟେବୁଲ୍‌ … Read More

ଆଜିଠାରୁ ମୁଖ୍ୟମନ୍ତ୍ରୀମାନଙ୍କ ସହ ପୁଣି ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ କରୋନା ମୁକାବିଲା, ଲକ୍‌ଡାଉନ୍‌ ସ୍ଥିତି ଓ ଆର୍ଥିକ ଗତିବିଧି ତ୍ବରାନ୍ବିତ କରିବା ପ୍ରସଙ୍ଗ … Read More

ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ପହିଲି ରଜ ଶୁଭେଚ୍ଛା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ପହିଲି ରଜ। ଓଡ଼ିଶାର ଏହି ଗଣପର୍ବକୁ ଉଲ୍ଲାସର ପାଳୁଛନ୍ତି ରାଜ୍ୟବାସୀ। ନୂଆ ପୋଷାକ ପିନ୍ଧି, ପାଦରେ ଅଳତା, ହାତରେ ମେହେନ୍ଦି ଏବଂ ମୁଣ୍ଡରେ କୁଙ୍କୁମ ଲଗାଇ ସଜ ହୋଇଛନ୍ତି କୁଆଁରୀ କନ୍ୟା। ତା’ସହ ଘରେ … Read More

ଆଗାମୀ କିଛି ସପ୍ତାହ ଗୁରୁତ୍ୱପୂର୍ଣ୍ଣ, ଆମକୁ ବ୍ୟାପକ ସତର୍କତା ଗ୍ରହଣ କରିବାକୁ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ସ୍ୱାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିଛନ୍ତି । କରୋନା ଭାଇରସ ମୁକାବିଲା ପାଇଁ ଆଗାମୀ କିଛିି ସପ୍ତାହ ବେଶ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ଆମକୁ ବ୍ୟାପକ ସତର୍କତା … Read More

କୋଭିଡ୍ ଯୋଦ୍ଧା କରୋନାରେ ଆକ୍ରାନ୍ତ ନେଇ ଚିନ୍ତା, ସ୍ବାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତ ଦିନକୁ ଦିନ ବଢୁଛି । ସଂକ୍ରମିତଙ୍କ ମଧ୍ୟରେ କୋଭିଡ୍ ଯୋଦ୍ଧା କରୋନାରେ ଆକ୍ରାନ୍ତ ହେବାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ଆଜି ଦିନ … Read More

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ କରୋନା ରିପୋର୍ଟ ନେଗେଟିଭ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି । ତାଙ୍କର ସାମାନ୍ୟ ଜ୍ୱର ଓ ଗଳାରେ କଷ୍ଟ ଅନୁଭବ ହେବାରୁ ସେ ଅସୁସ୍ଥ ଅନୁଭବ କରୁଥିଲେ । ଏଥିସହିତ ଏହାସବୁ କରୋନା ଲକ୍ଷଣ … Read More

କୋଭିଡ୍ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ବାଗଚୀ ଦମ୍ପତି ଦେଲେ ୨.୫ କୋଟି

ଭୁବନେଶ୍ବର, (ଓଡିଶା ଟାଇମ୍) : ସ୍କିଲ୍ ଡେଭଲପମେଣ୍ଟ୍ ଅଥରିଟୀର ନିର୍ଦ୍ଦେଶକ ସୁବ୍ରତ ବାଗଚୀ ଓ ତାଙ୍କ ପତ୍ନୀ ତଥା ମୋ ସ୍କୁଲ ଅଭିଯାନର ନିର୍ଦ୍ଦେଶକ ସୁସ୍ମିତା ବାଗଚୀ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିଂକୁ କରୋନା ମୁକାବିଲା ପାଇଁ ଅଢେଇ କୋଟି ଟଙ୍କା ପ୍ରଦାନ … Read More

ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ: ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ସତର୍କତା ନେଇ ଦେଶ ଓ ରାଜ୍ୟ ଲକ ଡାଉନ ରହିଥିଲା । ଲକଡାଉନ ସମୟରେ ଲୋକପ୍ରିୟତା ନେଇ ସି-ଭୋଟର ଓ ଆଇଏଏନଏସ ପକ୍ଷରୁ ଏକ ସର୍ଭେ ହୋଇଥିଲା । ସର୍ଭେ ରିପୋର୍ଟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ … Read More

ବନ୍ଦେ ଉତ୍କଳ ଜନନୀ ମାଧ୍ୟମରେ କୋରୋନା ଯୋଦ୍ଧାଙ୍କୁ ଉତ୍ସାହିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍ବ) : ବନ୍ଦେ ଉତ୍କଳ ଜନନୀ ଗୀତରେ ଗୁଞ୍ଜରିତ ହୋଇ ଉଠିଲା ସାରା ରାଜ୍ୟ । ସବୁ ଓଡ଼ିଆ ଏକାଠି ହୋଇ ଗାଇଛନ୍ତି ବନ୍ଦେ ଉତ୍କଳ ଜନନୀ । କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ଏକାଠି ହୋଇଛନ୍ତି … Read More

ଆଗାମୀ ମାସେ ଆମ ପାଇଁ ଚାଲେଞ୍ଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଲକଡାଉନର ପ୍ରାୟ ୨ ମାସ ପରେ ବିମାନ ସେବା, ରେଳ ଚଳା ଚଳ ଆରମ୍ଭ ହୋଇଛି । ଯାହାକି ସଂକ୍ରମଣ ବଢିବାର ଆସଙ୍କା ରହିଛି । ଏପରି ସ୍ଥିତିରେ ଆଗାମୀ ୧୫ ଦିନରୁ ମାସେ ଆମ … Read More