ଯାଜପୁର ଜିଲ୍ଲାର ୨୧ ତମ ଜିଲ୍ଲାପାଳ ଭାବେ ଦାୟିତ୍ଵ ନେଲେ ଚକ୍ରବର୍ତ୍ତୀ ସିଂ ରାଠୋର
ଭୁବନେଶ୍ବର, (ଓଡିଶା ଟାଇମ୍) : ଯାଜପୁର ଜିଲ୍ଲାର ୨୧ ତମ ଜିଲ୍ଲାପାଳ ଭାବେ ଦାୟିତ୍ଵ ନେଲେ ଚକ୍ରବର୍ତ୍ତୀ ସିଂ ରାଠୋର। ସୋମବାର ପୂର୍ବାହ୍ନରେ ମାଆ ବିରଜାଙ୍କ ମନ୍ଦିର ବାହାରେ ମାଆଙ୍କୁ ପ୍ରଣାମ କରି ଆଶୀର୍ବାଦ କାମନା କରିଥିଲେ ଶ୍ରୀ ରାଠୋର। ପରେ … Read More