ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୩୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୭୦୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୩୧ କୁ ବୃଦ୍ଧି ପାଇଛି । ଏନେଇ … Read More