ଋଷିଆରୁ ଆସିଛି ଭଲ ଖବର : ଆସନ୍ତା ସପ୍ତାହରୁ ମିଳିବ କରୋନା ଔଷଧ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ବିଶ୍ୱର ପ୍ରଥମ କରୋନା ଟିକା ବାହାର କରିଥିବା ଋଷିଆରୁ ଆସିଛି ଆଉ ଏକ ଭଲ ଖବର । ସାମାନ୍ୟରୁ ମଧ୍ୟମ ଧରଣର ଲକ୍ଷଣ ଦେଖାଯାଉଥିବା କରୋନା ଆକ୍ରାନ୍ତଙ୍କ ପାଇଁ ଏକ ଔଷଧକୁ ଅନୁମତି ଦେଇଛି ପୁଟିନ ପ୍ରଶାସନ … Read More

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, ବଲାଙ୍ଗୀର, … Read More

ଆଜି ମଧ୍ୟ ୪ହଜାରରୁ ଅଧିକ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ହଜାର ୫୫୦କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୫୫୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୮, ୦୭୫ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ଘଣ୍ଟାରେ ରାଜ୍ୟରେ ୪୮, ୦୭୫ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୮,୨୭୧ଟି ଆରଟିପିସିଆର ଏବଂ ୩୯,୬୫୭ ଆଣ୍ଟିଜେନ … Read More

ଦେଶରେ ୨୪ ଘଣ୍ଟାରେ ୯୩ ହଜାର ୩୩୭କରୋନା ପଜିଟିଭ ଚିହ୍ନଟ, ୧୨୪୭ କରୋନା ଆକ୍ରାନ୍ତଙ୍କ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଛି। ଦେଶରେ ୨୪ ଘଣ୍ଟାରେ ୯୩ ହଜାର ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୪୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। … Read More

୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୪୧୦୧ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ୪୧୦୧ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧,୩୭, ୫୬୭ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ଏହାର … Read More

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୮୨

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ଦେଶରେ ୨୪ଘଣ୍ଟାରେ କରୋନାରେ ୧୧୭୪ ମୃତ : ମୃତ୍ୟୁ ସଂଖ୍ୟା ୮୪,୪୦୪ରେ ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ଭାଇରସରେ ସଂକ୍ରମିତଙ୍କ ସଂଖ୍ୟା ୫୨ଲକ୍ଷ ପାର ହୋଇଗଲାଣି। ୨୪ଘଣ୍ଟାରେ ୯୬ହଜାର ୪୨୪ କରୋନାରେ ସଂକ୍ରମିତ ହୋଇଛନ୍ତି। ଗୁରୁବାର ୧୧୭୪ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବାବେଳେ ୮୭,୭୭୮ ଲୋକେ ସୁସ୍ଥ ହୋଇଛନ୍ତି। ଏହା ସହିତ କରୋନା ରୋଗୀଙ୍କ … Read More

ରାଜ୍ୟରେ ଚିହ୍ନଟ ହେଲେ ରେକର୍ଡ ୪୨୭୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୨୯୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ବଢି ଚାଲିଛି ସଂକ୍ରମଣ : ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ଟପିଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଇତି ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ଅତିକ୍ରମ କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ  ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ … Read More