ରାଜଧାନୀ ଭୁବନେଶ୍ଵରରେ ଡରାଇଲାଣି ବସ୍ତି ସଂକ୍ରମଣ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ ବଢିବାରେ ଲାଗିଛି। ବିଶେଷ କରି ବର୍ତ୍ତମାନ ଖୁର୍ଦ୍ଧା ଜିଲା ରେ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିପରି ରାଜଧାନୀ ଭୁବନେଶ୍ଵରରେ ସଂକ୍ରମଣ ସଂଖ୍ୟା ଚିନ୍ତାଜନକ ରହିଛି । … Read More

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୬୯,୮୭୮ ଆକ୍ରାନ୍ତ ଓ ୯୪୫ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୯ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫,୭୯୪ରେ … Read More

“ଅନେକ ସିସିପି ସଦସ୍ୟ ମତ ଜିନପିଙ୍ଗ ଦଳରୁ ହଟନ୍ତୁ” – ଚୀନ୍‌ର ବହିଷ୍କୃତ ଅଧିକାରୀଙ୍କ ସୂଚନା

ଦଳର ସାଧାରଣ ସମ୍ପାଦକ ସି ଜିନପିଙ୍ଗଙ୍କ ବିରୋଧରେ ଚୀନ୍‌ର କମ୍ୟୁନିଷ୍ଟ ପାର୍ଟି ମଧ୍ୟରେ ଅନେକ ମତଭେଦ ଦେଖାଦେଇଛି । ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ସିସିପି ସଦସ୍ୟଙ୍କ ବିରୋଧ ବଢ଼ିବାରେ ଲାଗିଛି । ଚୀନ୍‌ରେ ଗଣତନ୍ତ୍ର, ନାଗରିକ ସ୍ୱାଧୀନତା, ଆଇନର ନିୟମ ଏବଂ … Read More

ବଢୁଛି କରୋନା ସଂକ୍ରମଣ, କୋଶଳା ପଞ୍ଚାୟତ ୭୨ ଘଣ୍ଟା ସଟ୍ ଡାଉନ୍

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ ବଢିବାରେ ଲାଗିଛି । ସରପଞ୍ଚ ବିଳାସ ସାହୁ ଜିଲ୍ଲାପାଳଙ୍କ କ୍ଷମତା ପ୍ରୟୋଗ କରି ସେହି ଅଞ୍ଚଳକୁ ୭୨ ଘଣ୍ଟା ପାଇଁ ସଟ୍ ଡାଉନ୍ ଘୋଷଣା କରିଛନ୍ତି । ଫଳରେ … Read More

ଗୋଟିଏ ଦିନରେ କମିଶନରେଟ୍ ପୋଲିସର ୧୩ ପୋଲିସ  କର୍ମଚାରୀ କରୋନା ସଂକ୍ରମିତ 

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ କରୋନା ମହାମାରୀ ନିଜର କାୟା ବିସ୍ତାର କରିଚାଲିଛି । ଗୋଟିଏ ପରେ ଗୋଟିଏ ସରକାରୀ ଅଫିସ୍‌କୁ କରୋନା ଭୟ ମାଡୁଛି । ସଚିବାଳୟ, ନ’ ତାଲା ପରେ ଏବେ ପାଖରେ ଥିବା ଏଜି … Read More

ଜେଲ୍‌ରୁ ପୁଣି ଚିହ୍ନଟ ହେଲେ କରୋନା ପଜିଟିଭ୍‌

ରାଉରକେଲା, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ ବଢିବାରେ ଲାଗିଛି। ଆଉ ଏଥିରୁ ବାଦ ପଡିନି ବିଭିନ୍ନ ଜେଲ। ଜେଲ୍‌ରୁ ପୁଣି ଚିହ୍ନଟ ହେଲେ କରୋନା ପଜିଟିଭ୍‌।ରାଉରକେଲା ସ୍ବତନ୍ତ୍ର କାରାଗାରରୁ ୫୪ ଅନ୍ତେବାସୀ  କରୋନା ପଜିଟିଭ୍ ଚିହ୍ନଟ … Read More

ଅଗଷ୍ଟ ୨୦ ସୁଦ୍ଧା ୫୦ ହଜାର ପରୀକ୍ଷଣ , ଆଗକୁ ପ୍ରତିଦିନ ଲକ୍ଷେ କୋଭିଡ୍ ଟେଷ୍ଟ୍ କରିବାକୁ ଲକ୍ଷ୍ୟ-ILS ନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେଣୁ ଟେଷ୍ଟିଂ ଉପରେ ଗୁରୁତ୍ୱ ଦିଆଯାଇଛି । ଏନେଇ ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡ଼ା ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ … Read More

ଭୁବନେଶ୍ବରରେ ଆଜିଠୁ ୯ ହସ୍ପିଟାଲରେ କୋଭିଡ ଟେଷ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବର ମହାନଗର ନିଗମ ଅଞ୍ଚଲରେ ଆଜିଠୁ କରୋନା ଟେଷ୍ଟକୁ ଆହୁରି ଜୋରଦାର କରାଯିବ। ଏ ନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠୁ ଭୁବନେଶ୍ବରରେ ୯ଟି ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ଟେଷ୍ଟ କରାଯିବ। ଏହି କରୋନା … Read More