ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬ କରୋନା ପଜିଟିଭ୍‌, ସୁସ୍ଥ ହେଲେ ୧୯

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରେ ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ଟି ହୋମ୍ କ୍ୱାରେଣ୍ଟିନ୍‌, ୩ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। … Read More

ଥାନା IICଙ୍କୁ କରୋନା, କଣ୍ଟେନମେଣ୍ଟ ଜୋନରେ ଘୋଷଣା ହେଲା ବଡ଼ମ୍ବା ଥାନା

କଟକ, (ଓଡିଶା ଟାଇମ୍) : କଟକ ଜିଲ୍ଲା ଆଠଗଡର ବଡ଼ମ୍ବା ଥାନାକୁ କଣ୍ଟେନମେଣ୍ଟ୍ ଜୋନ ଭାବେ ଘୋଷଣା ହୋଇଛି । ଆଇଆଇସି କରୋନା ପଜିଟିଭ୍ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି । ଏହା ସହ ଥାନାରେ ଥିବା … Read More

ରାଜ୍ୟ ପାଇଁ ଭଲ ଖବର ସୁସ୍ଥ ହେଲେ ଆଉ ୧୮୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୧୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୬୦୬କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮ଜଣ … Read More

ରାଜଧାନୀରେ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରେ ଆଉ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ଜଣେ ହୋମ୍ କ୍ୱାରେଣ୍ଟାଇନରେ ଥିବା ବେଳେ ୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଏହାସହ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା … Read More

ଅନ୍ୟ ଦେଶ ତୁଳନାରେ ଭାରତ ଏବେବି ଭଲ ସ୍ଥିତିରେ ରହିଛି : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ସାରା ବିଶ୍ଵ ଏବେ ମହାମାରୀ କରୋନା ଭୂତାଣୁ ବିରୋଧରେ ଲଢ଼େଇ କରୁଛି। କୋଭିଡ-୧୯ କେବଳ ଏକ ଶାରିରୀକ ରୋଗ ନୁହେଁ, ଯାହା ଲୋକଙ୍କ ଜୀବନ ପାଇଁ ବିପଦ। ଏହାର ଆମର ଧ୍ୟାନକୁ ଅସୁସ୍ଥ ଜୀବନଶୈଳୀଗୁଡ଼ିକ ପ୍ରତି … Read More

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ବ୍ରହ୍ମପୁର ସହର ସଟ୍ ଡାଉନ୍

ବ୍ରହ୍ମପୁର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢି ଚାଲିଛି ।  ବିଶେଷ କରି ଗଞ୍ଜାମ୍ ଜିଲାରେ କରୋନା  ଆକ୍ରାନ୍ତ ଅଧିକ ଚିହ୍ନଟ ହେଉଛନ୍ତି। ଏଥି ପାଇଁ ବ୍ରହ୍ମପୁର ସହର ୪ ଦିନିଆ ସଟ୍ ଡାଉନ୍ … Read More

BDAରେ କରୋନା, ସିକ୍ୟୁରିଟି ଗାର୍ଡ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଅଫିସରେ କରୋନା ଭୟ । ଜଣେ ସିକ୍ୟୁରିଟି ଗାର୍ଡ ପଜିଟିଭ୍‌ ଚିହ୍ନଟ ହେବା ପରେ ପୂରା ଅଫିସରେ କୋକୁଆ ଭୟ ଖେଳିଯାଇଛି । ସନ୍ଧ୍ୟାରେ ସମ୍ପୂର୍ଣ୍ଣ ଅଫିସକୁ ବିଶୋଧନ କରାଯାଇଛି । … Read More

ଜୁନ୍‌ ଠାରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ପୂର୍ବ ପ୍ରସ୍ତୁତି ଦ୍ୱାରା ବିପର୍ଯ୍ୟୟର ମୁକାବିଲା କରାଯାଇପାରିବ। ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଆଜି ଏନେଇ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ବାତ୍ୟା, ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି, … Read More

ରାଜ୍ୟ ପାଇଁ ଭଲ ଖବର, ଆଉ ୧୩୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ୧୩୧ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୪୨୨କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୩୧ଙ୍କ ମଧ୍ୟରୁ … Read More

ଦେଶରେ ରେକର୍ଡ ଭାଙ୍ଗୁଛି କରୋନା, ଦିନକରେ ପୁଣି ୧୭ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ, ଗଲାଣି ୪୦୭ ଜୀବନ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଭାରତରେ କରୋନାସ୍ଥିତି ସଂଘାତିକ ହେଉଛି । ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମିତ ଙ୍କ ସଂଖ୍ୟା । ଦିନକୁ ଦିନ ମହାମାରୀ କରୋନା ଭାଇରସ ପ୍ରଭାବ ବଢ଼ିଚାଲିଛି । ଦେଶରେ ପ୍ରତିଦିନ … Read More