ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ପୁଣି ୫୦ ନୂଆ ପଜିଟିଭି ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପ୍ରତିଦିନ ଶହ ଶହ କରୋନା ସଂକ୍ରମିତ ଚିହ୍ନଟ ହେଇଛନ୍ତି । ସେମାନଙ୍କ ମଧ୍ୟରୁ କିଛି ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ କିଛି ସଂଗରୋଧ କେନ୍ଦ୍ରରୁ … Read More