ସାମ୍ବାଦିକଙ୍କ ପାଇଁ ନବୀନଙ୍କ ପ୍ୟାକେଜ୍
ଭୁବନେଶ୍ୱର(ଓଡ଼ିଶା ଟାଇମ୍): ସାମ୍ବାଦିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ପ୍ୟାକେଜ୍। କରୋନା ଭାଇରସରେ ଆକ୍ରାନ୍ତ ହୋଇ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ମିଳିବ କ୍ଷତିପୂରଣ। ସଂକ୍ରମିତ ସାମ୍ବାଦିକଙ୍କ ପରିବାରକୁ ୧୫ଲକ୍ଷ ଟଙ୍କାର ଅନୁକୂମ୍ପାମୂଳକ ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ … Read More