ସକାଳ ୮ଟାରେ ଭୋଟ ଗଣତି: ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଲାଗୁ
ଭୁବନେଶ୍ଵର, (ଓଟି): ରାଜ୍ୟର ୬୩ଟି ଗଣତି କେନ୍ଦ୍ରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଲାଗୁ କରାଯାଇଛି। ଓଡ଼ିଶା ପୁଲିସ ମୁଖ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଉଭୟ ଗଣତି କେନ୍ଦ୍ର ଓ ଷ୍ଟ୍ରଙ୍ଗ୍ରୁମ୍ରେ ତଅିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଲାଗୁ କରାଯାଇଛି। ପ୍ରଥମ ସୁରକ୍ଷା … Read More