୨୪ ଘଣ୍ଟାରେ ନୂଆ ୬୭, ୭୦୮ ଆକ୍ରାନ୍ତ ଚିହ୍ନଟ ; ୮,୧୨,୩୯୦ ଚିକିତ୍ସାଧୀନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କିଛି ଦିନ ହେବ ନୂଆ କରୋନା ପଜିଟିଭିଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। କିଛି ସପ୍ତାହ ପୂର୍ବରୁ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ପାର ହେଉଥିବା ବେଳେ … Read More

ଆଉ ୨,୭୭୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୨,୩୫,୭୬୩କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ ୨୬୦୪ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୭୫ ସୁସ୍ଥ  ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୭୬୩କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ … Read More

ଓଡ଼ିଶାରେ କୋଭିଡ୍ ସଂକ୍ରମଣ ମାମଲା ହ୍ରାସ ପାଉଛି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ପୁରୀରେ ଧିରେ ଧିରେ ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି । ଗତ ୧୦ ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ … Read More

ଦେଶରେ ଗତ ୨୪ ଘଣ୍ଟାରେ ୫୩ ହଜାର ୩୪୨ କରୋନା ପଜିଟିଭ୍‌ ଚିହ୍ନଟ , ୭୦୬ ମୃତ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ୁଥିବା ବେଳେ ଏଇ କିଛି ଦିନ ହେବ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ … Read More

ଡୋନାଲ୍ଡ ଟ୍ରମ୍ପଙ୍କ କରୋନା ରିପୋର୍ଟ ଆସିଲା ନେଗେଟିଭ : ପୁଣି ଥରେ ଆରମ୍ଭ କଲେ ନିର୍ବାଚନ ଅଭିଯାନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ସଂକ୍ରମିତ ହେବା ସତ୍ବେ ନିଜ ଆଗାମୀ ପବ୍ଲିକ୍ ରାଲି ପାଇଁ ବିନା ମାସ୍କ ପିନ୍ଧି ବାହାରି ପଡ଼ିଛନ୍ତି। ହ୍ବାଇଡ ହାଉସ୍ ଡାକ୍ତରଙ୍କ ମୁତାବକ ଟ୍ରମ୍ପ ସୁସ୍ଥ ଅଛନ୍ତି ଏବଂ ତାଙ୍କ … Read More

ରାଜ୍ୟରେ ପୁଣି ୧୬ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ଦେଶରେ ୭୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ୨୪ ଘଣ୍ଟାରେ ୭୪ ହଜାର ୩୮୩ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୭୪ ହଜାର ୩୮୩  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ବିଧାୟକ ଉମା ସାମନ୍ତରାୟଙ୍କୁ ନୋଟିସ୍, ସପ୍ତାହକ ମଧ୍ୟରେ କାରଣ ଦର୍ଶାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର, (ଓଡିଶା ଟାଇମ୍) : କୋଭିଡ୍ ପଜିଟିଭ ଥାଇ ମଧ୍ୟ ସ୍ୱର୍ଗତ ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହୋଇଥିବା ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟଙ୍କୁ  କାରଣ ଦର୍ଶାଅ ନୋଟିସ । ସିଆରପିସି-୪୧(ଏ) ଅନୁଯାୟୀ … Read More

ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ୬କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୫ ଜଣଙ୍କ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୮୫୪ କରୋନା ସଂକ୍ରମିତ, ୨୪୯୬୯୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୯୬୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More