ଗତ ୨୪ ଘଣ୍ଟାରେ ୪୫,୧୬୯ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫,୧୬୯ କରୋନା ନମୁନା ପରୀକ୍ଷା କରାଯାଇଛି। ଏଥି ମଧ୍ୟରୁ ୮,୫୬୮ଟି ଆରଟି-ପିସିଆର, ୩୯,୨୧୯ଟି ଆଣ୍ଟିଜେନ ଓ ୮୨ଟି ଟ୍ରୁନଟ୍‌ ନମୁନା ପରୀକ୍ଷା କରାଯାଇଥିବାର ସୂଚନା ମିଳିଛି। ସୂଚନାଯୋଗ୍ୟ, ଗତ ବୁଧବାର ଦିନ … Read More

୨୪ଘଣ୍ଟାରେ ଡେଲିଭରୀ ସହ ଡେମୋ ଦେଖାଉଛି ‘ଡେମୋ ଅନ୍‌ ଡେଲିଭରୀ’

ଭୁବନେଶ୍ବର, (ବ୍ୟୁରୋ): ଭୁବନେଶ୍ବର ଏବଂ କଟକରେ ରହୁଥିବା ଲୋକଙ୍କ ପାଇଁ ଅନ୍‌ଲାଇନ୍‌ କ୍ରୟର ଏକ ନୂଆ ଅନୁଭୂତି ଆଣିଛି ‘ଡେମୋ ଅନ୍‌ ଡେଲିଭରୀ’। ସମ୍ପୂଣ୍ଣ ଭାବେ ଓଡ଼ିଆ ଉଦ୍ୟୋଗୀଙ୍କ ଦ୍ବାରା ତିଆରି ଏହି ଷ୍ଟାର୍ଟଅପ୍‌ ଦ୍ବାରା ଲୋକଙ୍କୁ କୌଣସି ଜିନିଷ କିଣିଲେ … Read More

ମୋଦୀଙ୍କ ‘ଜନ ଆନ୍ଦୋଳନ’- ଔଷଧ ନ ଆସିବା ଯାଏଁ ଢିଲା ନାହିଁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତରେ କରୋନା ସଂକ୍ରମଣ ଗ୍ରାଫ ବଢିବାରେ ଲାଗିଛି । ଏସବୁ ମଧ୍ୟରେ ଭାରତରେ ଅକ୍ଟୋବର ମାସରୁ ପାର୍ବଣର ରୁତୁ ଆରମ୍ଭ ହେଉଛି । ସମସ୍ତ ଦେଶବାସୀଙ୍କୁ  ଏଥିଲାଗି ସତର୍କ ହେବାକୁ ପଡିବ । ସେଥିପାଇଁ ପ୍ରଧାନମନ୍ତ୍ରୀ ଆଜିଠାରୁ … Read More

ଚଳିତ ବର୍ଷ ଶେଷ ସୁଦ୍ଧା ଆସିପାରେ କରୋନା ଟିକା, ବିଶ୍ଵ ସ୍ୱାସ୍ଥ୍ୟ ସଙ୍ଗଠନ ମୁଖ୍ୟଙ୍କ ସୂଚନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ବିଶ୍ୱରେ ମହାମାରୀ କରୋନା ନେଇ ଆତଙ୍କ ଖେଲିଛି । ଦିନ ଗଡିବା ସହ ଭାଇରସରେ ସଂକ୍ରମଣ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ପ୍ରତିଦିନ ନୂଆ ନୂଆ ରେକର୍ଡ ସୃଷ୍ଟି କରୁଛି କୋଭିଡ଼-୧୯ । କିପରି ଏହି … Read More

ଆଖି ବୁଜିଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୨୪ ଘଣ୍ଟାରେ ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୨, ବୌଦ୍ଧ, ଜଗତସିଂହପୁର, ଢେଙ୍କାନାଳରୁ ଜଣେ ଲେଖାଏଁ, କେନ୍ଦୁଝର, ସମ୍ବଲପୁର, ମାଲକାନଗିରି ଓ … Read More

୨୪ ଘଣ୍ଟାରେ ୭୫,୮୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୯୪୦ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ୨୪ ଘଣ୍ଟାରେ ୭୫,୮୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସହ ୯୪୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧ ହଜାର ୭୮୨ରେ ପହଞ୍ଚିଛି। ଏହାସହ … Read More

ରାଜଧାନୀରୁ ଆଉ ୩୨୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୪୧

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୮୭୬ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୦ ଜଣ ରହିଥିବା ବେଳେ … Read More

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୯୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି … Read More

ରାଜ୍ୟରେ ଚିହ୍ନଟ ହେଲେ ୩୬୦୦ କରୋନା ସଂକ୍ରମିତ, ୨୨୬୩୩୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୦୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୩୩୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ କରୋନାରେ ସଂକ୍ରମିତ

ୱାସିଂଟନ, (ଓଡିଶା ଟାଇମ୍) : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନାରେ ସଂକ୍ରମିତ। ଏହା ସହ ତାଙ୍କ ପତ୍ନୀ ମେଲେନିଆଙ୍କୁ ମଧ୍ୟ କରୋନା। ଦୁହେଁ ଏବେ କ୍ବାରେଣ୍ଟିନରେ ରହିଛନ୍ତି। ରାଷ୍ଟ୍ରପତିଙ୍କ ମହିଳା ସହଯୋଗୀ ହୋପ ହିକ୍ସ ମଧ୍ୟ କରୋନାରେ ସଂକ୍ରମିତ। ହିକ୍ସଙ୍କ … Read More