ଏବେ ସ୍କୁଲ ଖୋଲିବାର ସମ୍ଭାବନା ନାହିଁ, ଗାଁକୁ ଯାଇ ପାଠ ପଢାଇବେ ଶିକ୍ଷକ- ସମୀର ଦାସ

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ସଙ୍କଟରେ ରାଜ୍ୟରେ ସ୍କୁଲ ଖୋଲିବା ନେଇ ଚାଲିଛି କଳ୍ପନାଜଳ୍ପନା। ଏହାରି ମଧ୍ୟରେ ସ୍କୁଲ ଖୋଲିବ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ କହିଛନ୍ତି ଯେ, ‘ ଏବେ … Read More

ଭୁବନେଶ୍ୱରରୁ ଆଉ ୨୭୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରୁ ୨୭୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୧ଜଣ ରହିଥିବା ବେଳେ ୯୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୩୩ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । … Read More

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୨୪୯୬  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ସମ୍ବଲପୁରରୁ ୪,କଟକ ରୁ ୨ ଗଞ୍ଜାମ, ନୟାଗଡ଼, କେଉଁଝରରୁ ଜଣେ  ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ … Read More

ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୨୪୯୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୧୨୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ସୁସ୍ଥ ହେଲେ ଗୃହମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ କରୋନା ରିପୋର୍ଟ ଆଜି ନେଗେଟିଭ୍ ଆସିଛି । ଏନେଇ ଖୋଦ୍ ଅମିତ ଶାହା ଟ୍ୱିଟ୍ କରି ସୂଚନା ଦେବା ସହ ଶୁଭେଚ୍ଛୁମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଡାକ୍ତରଙ୍କ ପରାମର୍ଶରେ ଆଉ … Read More

ଗଞ୍ଜାମରେ ସୁଧୁରୁଛି ସ୍ଥିତି : ୮୪ % କରୋନା ସଂକ୍ରମିତ ସୁସ୍ଥ, ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ଜନ ସାଧାରଣଙ୍କୁ ନିବେଦନ କଲେ ଜିଲ୍ଲାପାଳ

ଗଞ୍ଜାମ, (ଓଡିଶା ଟାଇମ୍) : ଗଞ୍ଜାମରେ କରୋନା ସ୍ଥିତିକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଜା ଅପ୍ଣଙ୍ଗଙ୍କ ଦିଆଯାଇଛି । ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି ଯେ, ‘ଗଞ୍ଜାମରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । … Read More

ଭୁବନେଶ୍ୱରରୁ ଆଉ ୨୪୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ବିଗିଢିବାରେ ଲାଗିଛି । ପ୍ରତିଦିନ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୨୪୭ କରୋନା ଆକ୍ରାନ୍ତ … Read More

ସମ୍ବଲପୁରର ୧୪ଟି ସ୍ଥାନରେ ଲାଗୁ ହେଲା ୧୪୪ ଧାରା

ସମ୍ବଲପୁର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ ବଢିବାରେ ଲାଗିଛି । ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ୧୪ଟି ସ୍ଥାନରେ ଲାଗୁ ହେଲା ୧୪୪ ଧାରା । ଆଜିଠାରୁ ୨୦ ତାରିଖ ପର୍ଯ୍ୟନ୍ତ ୧୪ଟି ସ୍ଥାନରେ ୧୪୪ … Read More

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୯୭୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୬୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More