କଟକ ସହରରୁ ପୁଣି ୫୩ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) :କଟକ ସହରରୁ ଆଜି ଆଉ ୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୪୩ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୧୦ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । କ୍ୱାରେଣ୍ଟାଇନରେ ଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯ଜଣ କଣ୍ଟେନମେଣ୍ଟ ଜୋନର … Read More

ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ କଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ମନ୍ଦିର ଖୋଲିବାକୁ ଗ୍ରୀନ୍ ସିଗନାଲ ଦେଇଛନ୍ତି ହାଇକୋର୍ଟ । ହାଇକୋର୍ଟରେ ପୁରୀ ଶ୍ରୀମନ୍ଦିର ସହିତ ଅନ୍ୟ ମନ୍ଦିର ଖୋଲିବା ସମ୍ପର୍କିତ ମାମଲାର ଶୁଣାଣି କରି ଏଭଳି ନିଷ୍ପତ୍ତି ନେଇଛନ୍ତି । କଣ୍ଟେନମେଣ୍ଟ ଜୋନ୍‌ ବ୍ୟତୀତ ଅନ୍ୟସ୍ଥାନରେ … Read More

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ଆଜି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପ୍ରଣବ ମୁଖାର୍ଜୀ । ଏହା ସହ ଗତ ୭ଦିନ ମଧ୍ୟରେ ଭେଟିଥିବା ଲୋକଙ୍କୁ … Read More

ପ୍ଲାଜମା ଦାନ କରିବେ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ

ମଧ୍ୟପ୍ରଦେଶ, (ଓଡିଶା ଟାଇମ୍) : ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହନା କରୋନାରୁ ସୁସ୍ଥ ହୋଇଛନ୍ତି । ସେ ସୁସ୍ଥ ହେବ ପରେ ପ୍ଲାଜମା ଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।  ଏହା ଦ୍ବାରା କରୋନାରେ ଆକ୍ରାନ୍ତ ଆଉ କାହାର ଜୀବନ … Read More

ରାଜ୍ୟରେ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୫୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୫୨୮ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୪୫୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

କରୋନା ଲଢେଇରେ ଆଖିବୁଜିଲେ ୨ କରୋନା ଯୋଦ୍ଧା

ପୁରୀ, (ଓଡିଶା ଟାଇମ୍) : କରୋନାରେ ଦୁଇ ପୋଲିସ ଯୋଦ୍ଧାଙ୍କ ଜୀବନ ଯାଇଛି । କରୋନା ସହ ସମ୍ମୁଖ ଲଢ଼େଇ କରୁ କରୁ ସେମାନଙ୍କ ଜୀବନ ଦୀପ ଲିଭିଯାଇଛି । ଏହି ଦୁଇ ଯୋଦ୍ଧା ହେଲେ ପୁରୀ ଜିଲ୍ଲାର କନେଷ୍ଟବଳ ଶୁଭ୍ରାଂଶୁ … Read More

ରାଜ୍ୟରେ ମନ୍ଦିର ଖୋଲିବା ପ୍ରସଙ୍ଗ, ଆଜି ଶୁଣାଣି କରିବେ ହାଇକୋର୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ପୁରୀ ଶ୍ରୀମନ୍ଦିର ସମେତ ରାଜ୍ୟର ଅନ୍ୟ ମନ୍ଦିର ଖୋଲିବା ସମ୍ପର୍କିତ ମାମଲାରେ ଆଜି ଶୁଣାଣି କରିବେ ମାନ୍ୟବର ହାଇକୋର୍ଟ । ହାଇକୋର୍ଟରେ ଦାୟର ହୋଇଥିବା ଜନସ୍ବାର୍ଥ ମାମଲା ଉପରେ ଆଜି ଶୁଣାଣି ହେବ । ରାଜ୍ୟରେ ମନ୍ଦିର … Read More

ରାଜ୍ୟରେ ଆଜି ସର୍ବାଧିକ ୧୫୪୩ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଉ ୧୫୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩୧,୭୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି … Read More

କଟକରେ କରୋନା: ସୁସ୍ଥ ହାର ୬୬.୦୩%, ମୃତ୍ୟୁ ହାର ୦.୦୧ ପ୍ରତିଶତ

କଟକ, (ଓଡିଶା ଟାଇମ୍) : କଟକରେ କରୋନା ସ୍ଥିତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି ଯେ, ଅଧିକ ପରୀକ୍ଷା ଯୋଗୁଁ ଅଧିକ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି । … Read More