କାମାକ୍ଷାନଗର ଏନ୍ଏସି ୩ ଦିନ ପାଇଁ ସଟ୍‌ଡାଉନ୍‌

ଢେଙ୍କାନାଳ , (ଓଡିଶା ଟାଇମ୍) : ଢେଙ୍କାନାଳ ଜିଲ୍ଲାରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏହିପ୍ରରିପ୍ରେକ୍ଷୀରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଏନଏସି ଅଂଚଳକୁ ୩ ଦିନ ପାଇଁ ସଟ୍‌ଡାଉନ ଘୋଷଣା କରାଯାଇଛି । ଏନେଇ … Read More

କରୋନାକୁ ହରାଇଲେ ଅମିତ୍ ଶାହା; ରିପୋର୍ଟ ଆସିଲା ନେଗେଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ସଂକ୍ରମଣର ଶିକାର ହୋଇ ଗୁରୁଗାଓଁର ମେଦାନ୍ତ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିବା ଗୃହ ମନ୍ତ୍ରୀ ଅମିତ୍ ଶାହା ସୁସ୍ଥ ହୋଇଛନ୍ତି । ତାଙ୍କର ରିପୋର୍ଟ ନେଗେଟିଭ୍ ଆସିଛି । ଏ ସମ୍ପର୍କରେ ବିଜେପି ନେତା ମନୋଜ … Read More

ଶ୍ରାଦ୍ଧଭୋଜି ପରେ ଗୃହକର୍ତ୍ତା ବାହାରିଲେ କରୋନା ପଜିଟିଭ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :କପିଳେଶ୍ୱର କଞ୍ଚ ସାହିରେ ସଂକ୍ରମଣ ସୁଅ ଭଳି ମାଡିଛି । ଏହି ଅଞ୍ଚଳ ପ୍ରଥମ ଥର ପାଇଁ ହଟସ୍ପଟ୍‌ ପାଲଟିଛି । ଏକ ଶ୍ରାଦ୍ଧବାର୍ଷିକୀ ଆୟୋଜନରୁ ସଂକ୍ରମଣ ବ୍ୟାପିଥିବା ବିଏମ୍‌ସି କଣ୍ଟାକ୍ଟ ଟ୍ରେସିଂରୁ ଜଣାପଡିଛି । ଏଥିରେ … Read More

ରାଜ୍ୟରେ ଆଜି ସର୍ବାଧିକ ୧୩ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ୧୭୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୭୩୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୯୨୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ସମ୍ବଲପୁର ସହରର ୮ଟି ସ୍ଥାନରେ ୧୪୪ ଧାରା ଜାରି

ସମ୍ବଲପୁର, (ଓଡିଶା ଟାଇମ୍) : ସମ୍ବଲପୁର ଜିଲାରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି । ସମ୍ବଲପୁର ସହରର ୮ଟି ସ୍ଥାନରେ ୧୪୪  ଧାରା ଜାରି କରାଯାଇଛି । ସହରରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ … Read More

ଭିମ୍‌ସାରେ ପୁଣି ୭ ଡାକ୍ତର କରୋନା ପଜିଟିଭ୍

ସମ୍ବଲପୁର, (ଓଡିଶା ଟାଇମ୍) :ବୁର୍ଲା ଭିମସାରରେ ପୁଣି ୭ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜଣେ ନର୍ସ ଓ ଜଣେ ଆଟେଣ୍ଡଣ୍ଟ ବି କରୋନାରେ ସଂକ୍ରମିତ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ଭିମସାର୍ ନିର୍ଦ୍ଦେଶକ । … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୪୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୫୪୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩୦୨୪୧ରେ ପହଁଚିଛି । ଗଞ୍ଜାମ ଜିଲ୍ଲାରୁ ୫୬୦ ଜଣ ଆରୋଗ୍ୟ ଲାଭ କରିଥିବା … Read More

ଭୁବନେଶ୍ୱରରୁ ଆଜି ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ … Read More

ରାଜ୍ୟରେ ଆଉ ଜଣେ ସାଂସଦଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜେପିର ବରିଷ୍ଠ ନେତା ତଥା ବରଗଡ଼ ସାଂସଦ କରୋନା ପଜିଟିଭ୍‌ ଚିହ୍ନଟ । ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ଲକ୍ଷଣ ନଥାଇ ପରୀକ୍ଷା କରାଇଥିଲେ ସାଂସଦ ସୁରେଶ ପୂଜାରୀ । ତେବେ … Read More