ଅମିତାଭ ବଚ୍ଚନଙ୍କୁ କରୋନା, ମୁମ୍ବାଇ ସ୍ଥିତ ନାନାବତି ହସ୍ପିଟାଲକୁ କରାଗଲା ସ୍ଥାନାନ୍ତର

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସ୍ବାବ ନମୁନା ପରୀକ୍ଷାରେ କୋଭିଡ୍ ପଜିଟିଭ ବାହାରିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅମିତାଭ ନିଜେ ଟୁଇଟ୍ … Read More

କୋଭିଡ-୧୯ ନିୟମ ଉଲ୍ଲଂଘନ ପାଇଁ ନାଏବ ସରପଂଚ ନିଲମ୍ବିତ

ଭୁବନେଶ୍ୱର,(ଓଡିଶା ଟାଇମ୍) : କୋଭିଡ-୧୯ ନିୟମ ଓ କଟକଣାର ଉଲ୍ଲଂଘନ ଘଟଣାରେ ନାଏବ ସରପଂଚ ନିଲମ୍ବିତ । ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ଜେ.ଡଙ୍ଗପଦର ପଞ୍ଚାୟତର ନାଏବ ସରପଂଚ କୃଷ୍ଣ ଚନ୍ଦ୍ର ଜେନାଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ଏ ନେଇ … Read More

ରାଜ୍ୟ ପାଇଁ ଖୁସି ଖବର, ଆଜି ୩୮୮ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳ​ରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୩୬୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। … Read More

କଟକ ସହରରୁ ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ

କଟକ, (ଓଡିଶା ଟାଇମ୍) : କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦ ଜଣଙ୍କ ମଧ୍ୟରୁ ୪ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୫ଜଣ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ଗୋଟିଏ ଲୋକାଲ କେସ୍ ରହିଛି। ତେବେ … Read More

ଭୁବନେଶ୍ବରରୁ ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରୁ ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୬ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୧୨ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଆହୁରି ମଧ୍ୟ ୬ଜଣ ଆରୋଗ୍ୟ ଲାଭ କରିଥିବା … Read More

ଗଞ୍ଜାମ ଓ ଯାଜପୁର ଜିଲ୍ଲାର ଲୋକଙ୍କୁ ଅନୁଗୁଳ ମନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାକୁ ଲାଗିଛି। ଏହି କାରଣରୁ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଆଦି ଜିଲାରେ ବାହାର ଲୋକଙ୍କ ପ୍ରବେଶ ଉପରେ ଶନିବାର କଟକଣା ଜାରି କରାଯାଇଛି। … Read More

ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ କରୋନା ଆକ୍ରାନ୍ତରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମରୁ ୨ଜଣ, ପୁରୀରୁ ଜଣେ, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୫୨୬ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More

ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାର ଲୋକଙ୍କ ପ୍ରବେଶ ମନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ଯା ବଢିବାରେ ଲାଗିଛି। ଏନେଇ ସବୁ ଜିଲ୍ଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରାଯାଉଛି। ଏହାରି ମଧ୍ୟରେ  ମାଲକାନଗିରି ଜିଲ୍ଲାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ … Read More

ରାଜ୍ୟ ପାଇଁ ଖୁସି ଖବର, ରେକର୍ଡ଼ ସଂଖ୍ୟକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରୁ ରେକର୍ଡ ସଂଖ୍ୟକ ୫୬୫  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭୯୭୨କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ … Read More