ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ଆମେରିକାରେ ୨୪ଘଣ୍ଟାରେ ସର୍ବାଧିକ ୨ଲକ୍ଷ ଆକ୍ରାନ୍ତ ଚିହ୍ନଟ

ୱାସିଂଟନ, (ଓଡିଶା ଟାଇମ୍) : କରୋନା ସଂକ୍ରମଣର ପ୍ରଥମ ଲହର ପରେ ଅନେକ ସ୍ଥାନରେ ଏହାର ଦ୍ବିତୀୟ ଲହର ଆରମ୍ଭ ହୋଇଯାଇଛି। ଆମେରିକାରେ ଏହାର ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି। କିଛି ଦିନ ହେଲା ଆକ୍ରାନ୍ତଙ୍କ ସଂଖ୍ୟା କମ ରହୁଥିବା ବେଳେ … Read More

ଶୀତ ଅଧିବେଶନ ପୂର୍ବରୁ ହେବ କୋଭିଡ଼ ଟେଷ୍ଟ, ପଜିଟିଭ୍‌ ଆସିଲେ ବିଧାନସଭା ମନା

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭା ଶୀତ ଅଧିବେଶନ ପ୍ରସ୍ତୁତି ନେଇ ଆଜି ସୂଚନା ଦେଇଛନ୍ତି ବାଚସ୍ପତିି ସୂର୍ଯ୍ୟ ନାରାୟଣ ପାତ୍ର । ସେ କହିଛନ୍ତି ଯେ, ‘ ପୂର୍ବ ଅଧିବେଶନ ଭଳି ଏଥର ମଧ୍ୟ କୋଭିଡ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ … Read More

କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟ ବୟୋଜ୍ୟେଷ୍ଠା, ସମ୍ କୋଭିଡ ହସ୍ପିଟାଲ୍‌ରେ ହେଲେ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ଉପଯୁକ୍ତ ଚିକିତ୍ସା, ଯତ୍ନ ଓ ସେବା ଫଳରେ କରୋନା ଭଳି ଭୟଙ୍କର ବ୍ୟାଧିରୁ ମଧ୍ୟ ସୁସ୍ଥ ହୋଇପାରିବେ ବରି ନାଗରିକମାନେ । ଏହି କଥାକୁ ପୁଣି ଥରେ ପ୍ରମାଣିତ କରିପାରିଛି ସମ୍ କୋଭିଡ ହସ୍ପିଟାଲ୍ । … Read More

କଟକରେ କାଳୀପୂଜା ନେଇ କଟକଣା, ବାଣ ଫୁଟାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

କଟକ, (ଓଡିଶା ଟାଇମ୍) : କଟକରେ କାଳୀପୂଜା, ଦୀପାବଳି ଓ ବାଣଫୁଟା ପାଇଁ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। କଟକ ଡିସିପି ପ୍ରତୀକ ସିଂହ ଏ ସଂପର୍କରେ ସୂଚନା ଦେଇ ଦଶହରା ଭଳି କାଳୀପୂଜା ପାଇଁ କଟକଣା ଜାରି ରହିବ … Read More

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

୨୪ ଘଣ୍ଟା ମଧ୍ୟରେ ୪୫,୯୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୮,୪୦୫ଜଣ ସୁସ୍ଥ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ପୁଣି ୫୦,୦୦୦ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୫ହଜାର ୯୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ ୮୫ ଲକ୍ଷ … Read More

ରାଜଧାନୀରୁ ଆଉ ୫୭ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୯୭

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୫୭ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୦୪ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩ ଜଣ ରହିଥିବା ବେଳେ ୪୪ … Read More

ରାଜଧାନୀରୁ ଆଉ ୬୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୯୧

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫୮୩ରେ ପହଞ୍ଚିଛି ।ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩ ଜଣ ରହିଥିବା ବେଳେ ୪୨ ଜଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୪୯୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୮୭୬୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More