ଖୁସି ଖବର, ଅଗଷ୍ଟ ୧୫ରେ ଦେଶକୁ ଆସିପାରେ କରୋନା ଭ୍ୟାକସିନ୍ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ମହାମାରୀ ସଂକ୍ରମିତ ସଂଖ୍ୟା ଲଗାତର ବଢ଼ିବାରେ ଲାଗିଛି। ଏହା ମଧ୍ୟରେ ଏକ ଭଲ ଖବର ଆସି ପହଞ୍ଚିଛି। କରୋନା ପାଇଁ ଦେଶୀ ଭ୍ୟାକସିନ୍ କୁହାଯାଉଥିବା କୋଭାସ୍କିନ୍ (COVAXIN) ଆସନ୍ତା ଅଗଷ୍ଟ ୧୫ ଅର୍ଥାତ୍ … Read More

ରାଜ୍ୟରେ କରୋନା ନେଲା ଆଉ ଦୁଇ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମହାମାରୀ କରୋନା ଆଉ ଦୁଇ ଜଣଙ୍କ ଜୀବନ ନେଇଛି। ଆଜି ମୃତ୍ୟୁ ବରଣ କରିଥିବା ଦୁଇ ଜଣ ବ୍ୟକ୍ତି ଗଞ୍ଜାମର ହୋଇଥିବା ଜଣାପଡିଛି। ଚିକିତ୍ସାଧିନ ଅବସ୍ଥାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ … Read More

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୨୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ଆଉ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଭୁବନେଶ୍ବରରୁ ଆଜି ଆଉ ୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର … Read More

ରାଜ୍ୟରେ କରୋନା ରେକର୍ଡ; ୫୬୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ଆଉ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଓଡ଼ିଶାରୁ ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି … Read More

୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୨୦,୯୦୩ ନୂଆ ଆକ୍ରାନ୍ତ, ୩୭୯ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷ ୨୫ ହଜାର ୫୪୪ରୁ ଅଧିକ ଟପିଛି। ଦେଶରେ କରୋନା ଜନିତ … Read More

କଳାହାଣ୍ଡିରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡି, (ଓଡିଶା ଟାଇମ୍) : କଳାହାଣ୍ଡି ଜିଲ୍ଲାରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ । ଆକ୍ରାନ୍ତଙ୍କ ମଧ୍ୟରେ ୪ ମହିଳା ଓ ଜଣେ ପୁରୁଷ ଅନ୍ତର୍ଭୁକ୍ତ ଅଛନ୍ତି । ଆକ୍ରାନ୍ତ ୫ ଜଣ ଭବାନୀପାଟଣା ୧୦ ନମ୍ବର ଓ୍ବାର୍ଡ ଅର୍କାବାହାଲି … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୪୯ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୪୯ କରୋନା ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୨ରେ ପହଁଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ … Read More

ବନ୍ଦ ହେଲା ବରମୁଣ୍ଡା ରୁଚିକା ନର୍ସିଂହୋମ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱର ସ୍ଥିତ ବରମୁଣ୍ଡାରେ ଥିବା ରୁଚିକା ନର୍ସିଂହୋମ ବନ୍ଦ ହୋଇଛି । ସେଠାରେ କୋଭିଡ଼ ନିୟମ ପାଳନ ନହେଉଥିବା ଜଣାପଡ଼ିବା ପରେ ବିଏମସି ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା । କାରଣ ଦର୍ଶାଅ ନୋଟିସ … Read More

ଭୁବନେଶ୍ୱରରୁ ଆଜି ୧୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି  ରାଜ୍ୟରେ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩ ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୧୩ଜଣଙ୍କ ମଧ୍ୟରୁ ୮ଜଣ ସଙ୍ଗରୋଧରୁ ଓ ସ୍ଥାନୀୟ ଅଞ୍ଚଳରୁ ୫ଜଣ ଚିହ୍ନଟ ହୋଇଛନ୍ତି … Read More

ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ,

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଅନଲକ୍ ୨ ଲାଗୁ ହୋଇଥିଲେ ବି କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଯାଉଛି । ଆଜି ୨୨୯ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । … Read More